Posted inଜାତୀୟ

ତେଜୁଛି ଆନ୍ଦୋଳନ: ଇଣ୍ଡିଆ ଗେଟ୍‌ ଆଗରେ ବିଶାଳ ବିକ୍ଷୋଭ

ନୂଆଦିଲ୍ଲୀ,୧।୧: ଝାଡ଼ଖଣ୍ଡର ହେମନ୍ତ ସୋରେନ୍‌ ସରକାର ସାମ୍ମେଦ ଶିଖରଜୀକୁ ପର୍ଯ୍ୟଟନ ସ୍ଥଳ ଘୋଷଣା ପରେ ଏହା ବିରୋଧରେ ଜୈନ ସମ୍ପ୍ରଦାୟର ସଦସ୍ୟମାନେ ବିଭିନ୍ନ ସହରରେ ବିକ୍ଷୋଭ କରିଆସୁଛନ୍ତି। ରବିବାର ନୂଆଦିଲ୍ଲୀର ଇଣ୍ଡିଆ ଗେଟ୍‌ ଆଗରେ ଜୈନ ସମ୍ପ୍ରଦାୟର ହଜାର ହଜାର ସଦସ୍ୟ ଏକାଠି ହୋଇ ସାମ୍ମେଦ ଶିଖରଜୀ ନିଷ୍ପତ୍ତିର ପ୍ରତିବାଦ ଜଣାଇଥିଲେ।
ଝାଡ଼ଖଣ୍ଡର ପରସନାଥ ପାହାଡ଼ରେ ଅବସ୍ଥିତ ସାମ୍ମେଦ ଶିଖରଜୀ ଜୈନମାନଙ୍କ ପବିତ୍ର ତୀର୍ଥସ୍ଥାନ। ଏହାକୁ ପର୍ଯ୍ୟଟନ ସ୍ଥଳୀ ଘୋଷଣା କରାଯାଇଥିବାରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ସୋରେନଙ୍କ ନିଷ୍ପତ୍ତି ବିରୋଧରେ ଜୈନ ସମ୍ପ୍ରଦାୟ ପକ୍ଷରୁ ସାରା ଦେଶରେ ରବିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri