Posted inଜାତୀୟ

ଖେଳ ପଡିଆରୁ କୌଣସି ଖେଳାଳି ଖାଲି ହାତରେ ଫେରନ୍ତି ନାହିଁ: ମୋଦି

ନୂଆଦିଲ୍ଲୀ,୫ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ଜୟପୁର ମହାଖେଳ’ର ପ୍ରତିଯୋଗୀଙ୍କୁ ସମ୍ବୋଧିତ କରିଛନ୍ତି । ମୋଦି କହିଛନ୍ତି, ‘ଦେଶରେ ଆରମ୍ଭ ହୋଇଥିବା ଖେଳ ଆୟୋଜନ ଓ ଖେଳ ମହାକୁମ୍ଭର ଧାରା ଏକ ବଡ ପରିବର୍ତ୍ତନର ପରିଚାୟକ । ଖେଲ ପଡିଆରୁ କେହିବି ଖେଳାଳି ଖାଲି ହାତରେ ଫେରନ୍ତି ନାହିଁ ।’
ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଏହି ସମାରୋହରେ ଏମିତି ଅନେକ ଚେହେରା ଉପସ୍ଥିତ ଅଛନ୍ତି ଯେଉଁମାନେ ଖେଳ ମାଧ୍ୟମରେ ଦେଶକୁ ଗୌରାବାନ୍ୱିତ କରିଛନ୍ତି । ଖେଳାଳିଙ୍କୁ ସମ୍ବୋଧିତ କରିବା ସମୟରେ ସେ କହିଛନ୍ତି, ରାଜସ୍ଥାନର ମାଟି ତା’ର ଯୁବକଙ୍କୁ ଉତ୍ସାହ ଓ ସାମର୍ଥ ଦେବାରେ ବେଶ ପରିଚିତ । ଇତିହାସ ସାକ୍ଷୀ, ଏହି ବୀର ମାଟିର ସନ୍ତାନ ଯୁଦ୍ଧ ଭୂମିକୁ ବି ନିଜର ସୌର୍ଯ୍ୟ ବଳରେ ଖେଲ ପଡ଼ିଆ କରି ଦିଅନ୍ତି । ସେଥିପାଇଁ ଅତିତରୁ ଆଜି ପର୍ଯ୍ୟନ୍ତ ଯେତେବେଳେ ବି ଦେଶର ରକ୍ଷା କଥା ଉଠେ ସେତେବେଳେ ରାଜସ୍ଥାନର ଯୁବା ଆଗରେ ଠିଆ ହୋଇଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri