Posted inଜାତୀୟ

ଜୟରାମ ହେଲେ କଂଗ୍ରେସର ନୂଆ ମିଡିଆ ପ୍ରଭାରୀ

ନୂଆଦିଲ୍ଲୀ,୧୭।୬: ରାଜସ୍ଥାନ ଉଦୟପୁରରେ ଅନୁଷ୍ଠିତ ଚିନ୍ତନ ଶିବିର ପରେ କଂଗ୍ରେସରେ ପ୍ରଥମ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଦଳ ପକ୍ଷରୁ ଜୟରାମ ରମେଶଙ୍କୁ ମିଡିଆ ପ୍ରଭାରୀ ଓ ମହାସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ଏହି ଦାୟିତ୍ୱରେ ଥିବା ରଣଦୀପ ସୁର୍ଜଓ୍ବୋଲାଙ୍କୁ କଂଗ୍ରେସ ମୁକ୍ତ କରିଛି। ବର୍ତ୍ତମାନ ସେ କର୍ନାଟକର ପ୍ରଭାରୀ ରହିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଦଳ ପକ୍ଷରୁ ଜୟରାମ ରମେଶଙ୍କୁ ପ୍ରଭାରୀ ମହାସଚିବ ନିଯୁକ୍ତ କରାଯିବା ସହ କମ୍ୟୁନିକେସନ, ପବ୍ଲିସିଟି ଓ ମିଡିଆ (ସୋସିଆଲ ଓ ଡିଜିଟାଲ ମିଡିଆ ସମେତ)ର ପ୍ରଭାରୀ ମହାସଚିବ ମଧ୍ୟ ରହିବେ। ଶୁକ୍ରବାର ଏନେଇ କଂଗ୍ରେସ ସଙ୍ଗଠନ ପ୍ରଭାରୀ ଓ ଦଳର ମହାସଚିବ କେ.ସି. ବେଣୁଗୋପାଳଙ୍କ ପକ୍ଷରୁ ଜାରି କରାଯାଇଥିବା ଏକ ବିବୃତ୍ତିରେ ଏହି ଘୋଷଣା କରାଯାଇଛି। କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିର୍ଦ୍ଦେଶକ୍ରମେ ଜୟରାମଙ୍କୁ ମିଡିଆ ପ୍ରଭାରୀ ମହାସଚିବ ଭାବେ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁକ୍କା ବାର ଉପରେ ପ୍ରତିବନ୍ଧକ ଲଗାଇଲେ ଛତିଶଗଡ ସରକାର

ରାୟପୁର,୧୭।୨: ଛତିଶଗଡ ସରକାର ରାଜ୍ୟରେ ହୁକ୍କା ବାର କାରବାରକୁ ବେଆଇନ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନେତୃତ୍ୱରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ସମସ୍ତ...

ଦାଉଦ୍‌ଙ୍କ ସହଯୋଗୀ ମଜିଦ୍‌ ଗିରଫ: ୨୪ ବର୍ଷ ଧରି ଥିଲେ ଫେରାର

ରାଞ୍ଚି,୨୭।୧୨: ଗୁଜରାଟର ଆତଙ୍କବାଦ ନିରୋଧି ସ୍କ୍ବାଡ୍‌(ଏଟିଏସ୍‌)ଙ୍କୁ ବଡ଼ ସଫଳତା ମିଳିଛି। ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ସହଯୋଗୀ ଅବ୍ଦୁଲ୍‌ ମଜିଦ୍‌ କୁଟ୍ଟିଙ୍କୁ ଝାଡ଼ଖଣ୍ଡରୁ ଗିରଫ କରିବାରେ...

ଆଜି ପହଞ୍ଚିବେ ୧୨ ଚିତା

ନୂଆଦିଲ୍ଲୀ, ୧୮ା୨: ଦକ୍ଷିଣ ଆଫ୍ରିକାରୁ ଆସୁଥିବା ୧୨ ଚିତାବାଘ ଶନିବାର ଭାରତରେ ପହଞ୍ଚତ୍ବେ। ସେଥିରେ ୭ ପୁରୁଷ ଓ ୫ ମାଈ ଚିତା ଅଛନ୍ତି। ଭାରତୀୟ...

ଆଉ କେତେ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଦେଖିବେ କେନ୍ଦ୍ର ସରକାର: ରାହୁଲ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୭ ଦିନରେ ପହଞ୍ଚିଛି। ଇତିମଧ୍ୟରେ ୧୧ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଘଟିଥିବା...

ହସ୍ପିଟାଲ ନୁହେଁ ଅକ୍ସିଜେନ ବ୍ୟବସ୍ଥା କରୁଛନ୍ତି ସମ୍ପର୍କୀୟ

ନୂଆଦିଲ୍ଲୀ, ୨୫।୪: ଅସୁସ୍ଥ ବାପାଙ୍କ ଜୀବନ ବଞ୍ଚାଇବା ପାଇଁ ପୁଅ ରଜତ ଆଲଓ୍ବାଲିଆ ଏକ କିଲୋମିଟର ଲମ୍ବା ଧାଡ଼ିରେ ଛିଡ଼ା ହୋଇ ଯୋଗାଡ଼ କରିଛନ୍ତି ୧୦...

ଦେଶରେ ଚିନ୍ତା ବଢାଉଛି କରୋନା, ଚିହ୍ନଟ ହେଲେ ୨,୬୮,୮୩୩ ପଜିଟିଭ୍‌

ନୂଆଦିଲ୍ଲୀ,୧୫।୧: କରୋନାର ତୃତୀୟ ଲହର ଦେଶରେ ବଢିଚାଲିଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୬୮,୮୩୩ ଥିବା ଜଣାପଡିଛି। ଗତ କାଲିଠାରୁ ଆଜି ୪ ହଜାର...

ନାଗରିକତା ସଂଶୋଧନ ବିଲ୍‌କୁ ନେଇ ପୂର୍ବଭାରତରେ ବିରୋଧ ପ୍ରଦର୍ଶନ

ଗୁଆହାଟି,୯।୧୨: ଆସାମ ସମେତ ପୂର୍ବ ଭାରତର ବିଭିନ୍ନ ସ୍ଥାନରେ ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ ଲଗାତାର ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ରବିବାର ଅଲ୍‌ ଆସାମ...

ଏୟାର ଇଣ୍ଡିଆରେ ଇନ୍ଧନ ସଙ୍କଟ: ଉଡ଼ାଣ ନ କରି ୪ ଘଣ୍ଟା ରନଓ୍ବେରେ ଅଟକି ରହିଲା ଡ୍ରିମ୍‌ଲାଇନର୍‌ ବିମାନ

କୋଚିି, ୨୭।୮: ଏୟାର ଇଣ୍ଡିଆର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଏବେ ଏହାର ବିମାନରେ ଯାତ୍ରୀଙ୍କୁ ନେଇ ଉଡ଼ାଣ କରିବା ପାଇଁ ଇନ୍ଧନ ମଧ୍ୟ...

Advertisement
Archives

Model This Week