ଫ୍ରାନ୍ସ୍‌ ରାଷ୍ଟ୍ରପତିଙ୍କୁ ଧମକ ଦେଲା ଜୈଶ୍‌-ଇ-ମହମ୍ମଦ

ପ୍ୟାରିସ୍‌,୧୯।୧୧: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ପକ୍ଷରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ ମାର୍କନ୍‌ଙ୍କୁ ଧମକ ଦିଆଯାଇଛି। ମାର୍କନ୍‌ ପରବର୍ତ୍ତୀ ଟାର୍ଗେଟ୍‌ ବୋଲି ଜୈଶ୍‌ ପକ୍ଷରୁ କୁହାଯାଇଛି। ଏହା ସହିତ ମାର୍କନ୍‌ଙ୍କ ବିରୋଧରେ ଅପଶବ୍ଦ ମଧ୍ୟ ପ୍ରୟୋଗ କରାଯାଇଛି। ଅଲ୍‌ କଲାମ୍‌ ନାମକ ଏକ ଓ୍ବେବସାଇଟ୍‌ରେ ମାର୍କନ୍‌ଙ୍କ ପ୍ରତି ଏଭଳି ଲେଖା ପ୍ରକାଶ ପାଇଛି। ଜୈଶ୍‌ ଆତଙ୍କବାଦୀ ସଂଗଠନର ଏଭଳି ଧମକପୂର୍ଣ୍ଣ ମନ୍ତବ୍ୟ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜୈଶ୍‌ ଆତଙ୍କବାଦୀ ସଂଗଠନକୁ ଆଶ୍ରୟ ଦେଇଥିବା ପାକିସ୍ତାନ ସରକାରଙ୍କ ଚିନ୍ତା ଏହାକୁ ନେଇ ବଢ଼ିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସରକାର ଏନେଇ ହରଡ଼ ଘଣାରେ ପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri