Posted inଜାତୀୟ

ରାଓ୍ବଲପିଣ୍ଡିରେ ଜୈଶ୍‌ ବୈଠକ: ଆଲର୍ଟରେ ଭାରତୀୟ ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ, ୨୫।୮: ପାକିସ୍ତାନର ରାଓ୍ବଲପିଣ୍ଡିରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ ମହମ୍ମଦ ପକ୍ଷରୁ ବୈଠକ ହୋଇଥିବା ସୂଚନା ମିଳିଛି। ଏହି ବୈଠକକୁ ନେଇ ଭାରତୀୟ ଗୋଇନ୍ଦା ବିଭାଗ ହାଇ ଆଲର୍ଟରେ ରହିଛି। ଜୈଶ୍‌ର ମୌଲାନା ଅବ୍ଦୁଲ ରଉଫ୍‌ ଅଶଗରଙ୍କ ସହିତ ପାକିସ୍ତାନ ଗୋଇନ୍ଦା ବିଭାଗ ଆଇଏସ୍‌ଆଇର ୨ ଜଣ ବରିଷ୍ଠ ଅଧିକାରୀ ବୈଠକରେ ଯୋଗଦେଇଥିବା କୁହାଯାଉଛି। ଅଶଗରଙ୍କ ଭାଇ ମୌଲାନା ଉମାର ମଧ୍ୟ ବୈଠକରେ ଉପସ୍ଥିତ ଥିବା ଜଣାପଡ଼ିଛି। ଭାରତରେ ଆତଙ୍କବାଦୀ ଆକ୍ରମଣ କରିବା ଲାଗି ବୈଠକରେ ଆଲୋଚନା ହୋଇଥିବା ଗୋଇନ୍ଦା ବିଭାଗ ପକ୍ଷରୁ କୁହାଯାଉଛି। ଅଗଷ୍ଟ ୨୦ରେ ଏହି ବୈଠକ ହୋଇଥିଲା। ବୈଠକ ସମ୍ପର୍କରେ ସୂଚନା ମିଳିବା ପରେ ଦେଶରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିରପେକ୍ଷ ନିର୍ବାଚନ ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି, ତ୍ରିପୁରା ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୩।୧୧: ନଭେମ୍ବର ୨୫ରେ ହେବାକୁ ଥିବା ନଗରପାଳିକା ମତଦାନ ପୂର୍ବରୁ ତ୍ରିପୁରାରେ ହିଂସା ତଥା ର୍ନିବାଚନ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ...

ଗର୍ଭବତୀ ଗାଈର ଜୀବନ ନେଲା ପ୍ଲାଷ୍ଟିକ

ଫରିଦାବାଦ୍‌,୪।୩ : ହରିୟାଣାର ପରିଦାବାଦରେ ପ୍ରାଣି ଚିକିତ୍ସକଙ୍କ ଏକ ଦଳ ଗର୍ଭବତୀ ଗାଈ ପେଟରୁ ୭୧ କିଲୋଗ୍ରାମ ଆବର୍ଜନା ବାହାର କରିଛି। ଗାଈ ପେଟରେ ପ୍ଲାଷ୍ଟିକ,...

ରାଜ୍ୟରେ ଆରମ୍ଭ ହେଲାଣି ତୃତୀୟ ଲହର, ମୁଖ୍ୟମନ୍ତ୍ରୀଙ୍କ ସତର୍କ ସୂଚନା…

ପାଟନା, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସମଗ୍ର ଦେଶରେ ଏହା ଦ୍ରୁତ ଗତିରେ ବୃଦ୍ଧି...

ଆସାମ-ମିଜୋରାମ ସୀମା ବିବାଦ: ଅଭିଯୁକ୍ତଙ୍କ ସୂଚନା ଦେଲେ ମିଳିବ ପୁରସ୍କାର

ଗୁଆହାଟି,୨୯ ।୭: ଆସାମ-ମିଜୋରାମ ସୀମା ବିବାଦକୁ ନେଇ ଉପୁଜିଥିବା ହିଂସା ପରିସ୍ଥିତିର ଏବେ ଯାଞ୍ଚ ଆରମ୍ଭ କରାଯାଇଛି । ଜୁଲାଇ ୨୬ରେ ସୀମାରେ ଯେଉଁମାମେ ହିଂସା...

ଆଜିଠୁ ଲକ୍‌ଡାଉନ୍‌ ୩

ନୂଆଦିଲ୍ଲୀ,୪ା୫(ପି.ଟି.): ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସୋମବାର ଆରମ୍ଭ ହେଉଛି। ୧୭ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ତାଲାବନ୍ଦ ବେଳେ କଟକଣାରେ ପର୍ଯ୍ୟାପ୍ତ...

ଲକ୍ଷେ ମୁହାଁ କରୋନା: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୮ ହଜାର ଟପିଲା

ନୂଆଦିଲ୍ଲୀ,୨୯।୩: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଏବେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ…

ନୂଆଦିଲ୍ଲୀ,୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ...

ନ୍ୟାୟିକ ବ୍ୟବସ୍ଥା ସଶକ୍ତ ହେବା ଅପରିହାର୍ଯ୍ୟ…

ଗାନ୍ଧିନଗର,୧୨।୩ : ପାଞ୍ଚ ରାଜ୍ୟରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ...

Advertisement
Archives

Model This Week