ଶନିବାର ଓଡ଼ିଶା ଆସିବେ ଜୟଶଙ୍କର

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ୫ରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏହି ସମୟରେ ସେ ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ ଆଲୋଚନା କରିବେ । କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ଭାଜପା ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍‌ ପ୍ରଣାଳୀ ଖୋଲ, ନ ହେଲେ ଧ୍ୱଂସ କରିଦେବୁ: ଇରାନ୍‌କୁ ଟ୍ରମ୍ପଙ୍କ ଖୋଲା ଚେତାବନୀ

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri