ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର, କହିଲେ ସରକାରଙ୍କ…

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧।୧: ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି। ଭବିଷ୍ୟତରେ ଓଡ଼ିଶାରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ ପାଇଁ ଗୁରୁତ୍ୱ ଦିଆଯିବ ବୋଲି ଜୟଶଙ୍କର ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ, ଜାନୁଆରୀ ୭ରୁ ୧୦ ତାରିଖ ୩ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଉଦ୍‌ଘାଟନ କରିଥିଲେ। ଏଥିରେ ବିଶ୍ୱର କୋଣ ଅନୁକୋଣରେ ବାସ କରୁଥିବା ପ୍ରାୟ ୫୦ଟି ଦେଶରୁ ପ୍ରବାସୀ ଭାରତୀୟ ବଂଶୋଦ୍ଭବ ଯୋଗଦେଇଥିଲେ।

ବିଶ୍ବ ଦରବାରରେ ଓଡ଼ିଶାକୁ ପ୍ରତିଷ୍ଠିତ କରିବା ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଓଡ଼ିଶାର ଐତିହାସିକ ଗୌରବ, କଳା, ଭାସ୍କର୍ଯ୍ୟ, ସଙ୍ଗୀତ, ନୃତ୍ୟ, ଆଦିବାସୀ ସଂସ୍କୃତି, ଭାଷା, ସାହିତ୍ୟ, ପର୍ଯ୍ୟଟନକୁ ଡିଜିଟାଲ ମାଧ୍ୟମରେ ଉପସ୍ଥାପନ କରାଯାଇଥିଲା। ଏପରିକି ଭୁବନେଶ୍ବରର ସମସ୍ତ ରାସ୍ତା ନବୀକରଣ, ଆଲୋକୀକରଣ, ଆକର୍ଷଣୀୟ ସାଜସଜ୍ଜା ସହିତ ଅତିଥିମାନଙ୍କ ପାଇଁ ରଖିବା ଏବଂ ଆତିଥେୟତାକୁ ସରକାର ଗୁରୁତ୍ୱ ଦେଇଥିଲେ। ଏପରିକି ସୁରକ୍ଷାକୁ ନେଇ ମଧ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri