Posted inଜାତୀୟ

କରୋନାକୁ ନେଇ କାନାଡା ସହ ଅନୁଷ୍ଠିତ ବୈଠକରେ ଯୋଗ ଦେବେନାହିଁ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୫ ।୧୨: କୃଷକ ଆନ୍ଦୋଳନକୁ ନେଇ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିଶ ଟ୍ରୁଡୋଙ୍କ ଟିପ୍ପଣିକୁ ନେଇ ଭାରତ ଅସନ୍ତୋଷ ବ୍ୟକ୍ତ କରଥିବା ଜାଣିବା ପରେ କାନାଡା ପ୍ରଧାନମନ୍ତ୍ରୀ ତାଙ୍କ ବୟାନ ନ ବଦଳାଇବାର ନିଷ୍ପତ୍ତି ନେଇଛନ୍ତି । ଏହାକୁ ନେଇ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର କରୋନାକୁ ନେଇ କନାଡା ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ସାମିଲ ହେବାକୁ ରାଜି ନ ଥିବା ଜଣାପଡିିଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ନୂଆଦିଲ୍ଲୀ ଓଟାୱାକୁ କହିଛି ଯେ ଡିସେମ୍ବର ୭ରେ ହେବାକୁ ଥିବା ବୈଠକରେ ବୈଦେଶିକମନ୍ତ୍ରୀ ଜୟଶଙ୍କର ସାମିଲ ହେବେ ନାହିଁ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ଟ୍ରୁଡୋଙ୍କ ବୟାନ ପରେ କାନାଡାରେ ଭାରତ ବିରୋଧି ରାଲି ଆରମ୍ଭ ହୋଇଯାଇଛି । କେବଳ ସେତିକି ନୁହେଁ ନୂଆଦିଲ୍ଲୀରେ ଶୁକ୍ରବାର କାନାଡା ଉଚ୍ଚାୟୁକ୍ତ ନାଦିର ପଟେଲଙ୍କୁ ବୈଦେଶିକ ମନ୍ତ୍ରଣାଳୟ ଟାର୍ଗେଟ କରିଛି । ଭାରତ କହିଛି କାନାଡା ପ୍ରଧାନମନ୍ତ୍ରୀଙ୍କ ଟିପ୍ପଣି ଦୁଇ ଦେଶର ସମ୍ପର୍କର ପ୍ରଭାବ ପକାଇବ ।


Enter your email to get our daily news in your inbox.

All Right Reserved By Dharitri.Com

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ

ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି।…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri