Posted inଖେଳ

ପୁଣି ଇତିହାସ ରଚିଲେ ଜୟସ୍ବାଲ: ରାଜକୋଟ ଟେଷ୍ଟରେ ଧୂଆଁଧାର ଦ୍ୱିଶତକ,ଭାଙ୍ଗିଲେ ସିଦ୍ଧୁ-ମୟଙ୍କଙ୍କ ରେକର୍ଡ…

ରାଜକୋଟ,୧୮।୨ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରାଜକୋଟରେ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ଭାରତର ଓପନର୍‌ ବ୍ୟାଟ୍ସମ୍ୟାନ ଯଶସୱୀ ଜୟସ୍ବାଲ ପୁଣି ଥରେ ଚମତ୍କାର କରିଛନ୍ତି। ଇତିହାସ ରଛିବା ସହିତ ସେ ପୁଣି ଥରେ ଦ୍ୱିଶତକ ହାସଲ କରିଛନ୍ତି। ବିଶାଖାପଟ୍ଟନମ ଟେଷ୍ଟରେ ମଧ୍ୟ ଜୟସ୍ବାଲ ଧୂଆଁଧାର ଦୁଇ ଶତକ କରିଥିଲେ। ବର୍ତ୍ତମାନ ସେ ରାଜକୋଟରେ ମଧ୍ୟ ଏହି ସଫଳତା ହାସଲ କରିଛନ୍ତି।

ସେ ରବିବାର ୨୩୧ ବଲରେ ନିଜର ଦ୍ୱିଶତକ ପୂରଣ କରିଛନ୍ତି। ଏହି ଅବଧି ମଧ୍ୟରେ ସେ ୧୪ ଜୌକା ଏବଂ ୧୦ ଛକା ମାରିଥିଲେ।

ମ୍ୟାଚର ତୃତୀୟ ଦିନରେ ସେ ଏକ ଶତକ ହାସଲ କରିଥିଲେ, କିନ୍ତୁ ପରେ ସେ ଆହତ ହୋଇ ପଡ଼ିଆ ଛାଡିବାକୁ ପଡିଲା। ଗୋଟିଏ ଦିନ ମଧ୍ୟରେ ଫିଟ ହୋଇ ଶୁବମନ ଗିଲ ଆଉଟ ହେବା ମାତ୍ରେ ସେ ଚତୁର୍ଥ ଦିନରେ ବ୍ୟାଟିଂ କରିବାକୁ ପଡ଼ିଆରେ ପହଞ୍ଚିଥିଲେ।

ଏହି ମ୍ୟାଚରେ ସେ ଅନେକ ବଡ଼ ରେକର୍ଡ କରିଛନ୍ତି। ଟେଷ୍ଟ ମ୍ୟାଚରେ ସର୍ବାଧିକ ୟ ଛକା ମାରିବାରେ ସେ ପ୍ରଥମ ଖେଳାଳି ହୋଇଛନ୍ତି। ଏହି ମ୍ୟାଚରେ ସେ ଏପର୍ଯ୍ୟନ୍ତ ୧୦ ଟି ଛକା ମାରିଛନ୍ତି। ସେ ନବଜୋତ ସିଂ ସିଦ୍ଧୁ ଏବଂ ମୟଙ୍କ ଅଗ୍ରୱାଲଙ୍କ ରେକର୍ଡ ଭାଙ୍ଗିଛନ୍ତି। ଭାରତ ପାଇଁ ଏକ ଟେଷ୍ଟ ଇନିଂସରେ ଉଭୟ ଖେଳାଳି ସର୍ବାଧିକ ୮ ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ…

ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍‌ରେ ଜିତିଲେ ୩ ହଜାର ଟଙ୍କା

ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri