ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ବଡ଼ ବୈଠକ, ଏକାଠି ହେଲେ…

ଭୁବନେଶ୍ବର,୫ା୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି । ଆଜି ତାଙ୍କର ଭୁବନେଶ୍ବର ସରକାରୀ ବାସଭବନରେ ଯାଜପୁରର ବିଜେଡି ନେତାମାନେ ଏକାଠି ହୋଇଛନ୍ତି । ପ୍ରଣବ ପ୍ରକାଶ ଦାସ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ, ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ, ପ୍ରଣବ ବଳବନ୍ତରାୟ ଉପସ୍ଥିତ ରହିଥିବା ଜଣାପଡ଼ିଛି । ବୈଠକରେ ଯାଜପୁର ସଂଗଠନ ନେଇ ଆଲୋଚନା ହେଉଥିବା ନେଇ ଜଣାପଡ଼ିଛି । ତେବେ ସବୁଠାରୁ ବଡ଼ କଥା ହେଉଛି କିଛି ଦିନ ପୂର୍ବରୁ ପ୍ରଣବ ପ୍ରକାଶ ଦାସ  ବିଜେଡିକୁ ନେଇ ଏକ ବୟାନ ଦେଇଥିଲେ । ବିଜେଡିରେ ଅଲ ଇଜ ନଟ ଓ୍ବେଲ ବୋଲି କହିଥିଲେ । ଏହାକୁ ନେଇ ଅନେକ ରାଜନୈତିକ ବୟାନବାଜି ମଧ୍ୟ ସାମ୍ନାକୁ ଆସିଥିଲା । ବିଜେଡି ନେତାଙ୍କ ମଧ୍ୟରେ ମନମାଳିନ୍ୟ ରହିଥିବା ନେଇ ମଧ୍ୟ କହିଥିଲେ । ତେବେ ବର୍ତ୍ତମାନ କୌଣସି ନିର୍ବାଚନ ରହିନଥିଲେ ହେଁ ନେତାଙ୍କ ମଧ୍ୟ ସମ୍ପର୍କ ଠିକ ରଖିବା ପାଇଁ ଏହି ବୈଠକ କରାଯାଉଥିବା ଚର୍ଚ୍ଚା ହେଉଛି । କିନ୍ତୁ ବର୍ତ୍ତମାନ ସୁଦ୍ଧା କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ ବୈଠକ: ୧୩ ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର,୯।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୦ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ…

ଚାଲିଥିଲା ବ୍ରାଉନ ସୁଗାର କାରବାର, ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ବରଗଡ଼,୯।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସୋମବାର ବ୍ରାଉନ ସୁଗାର କାରବାର ଅଭିଯୋଗରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ…

ଜଗା ଦର୍ଶନ ପାଇଁ ଯାଇଥିଲେ: ଘରେ ବୁଲିଲା କଳାକନା

ବୈଶିଙ୍ଗା,୯।୧୧(ରତନ ଦାଶ); ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବଙ୍ଗାଳିଡାହି ଗ୍ରାମର ମହେନ୍ଦ୍ର ନାଥ ମହାନ୍ତ ତାଙ୍କ ସ୍ତ୍ରୀ ଓ ଦୁଇ ପୁଅ ଝିଅ ସହିତ ଶୁକ୍ରବାର…

ଅମିତାଭଙ୍କ ସ୍ବାସ୍ଥ୍ୟକୁ ନେଇ ଗୁଜବରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ଏହି ଦିନରୁ ଆରମ୍ଭ ହେବ KBC ଶୁଟିଂ

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଆଶ୍ୱସ୍ତିକର ବଡ଼ ଖବର। ଗତ ୨ରୁ ୩ ଦିନ ଧରି ଗଣମାଧ୍ୟମ ଓ ସୋସିଆଲ…

ୱିଲିୟମସନଙ୍କ ସନ୍ନ୍ୟାସ ପଛରେ ବିରାଟ କୋହଲି! ନିଜେ ଖୋଲିଲେ ବଡ଼ ରାଜ୍‌, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୯।୧୧: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ କେନ ୱିଲିୟମସନ ଚଳିତ ବର୍ଷ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଥିଲେ। ଏବେ ସେ ନିଜର ଏହି ବଡ଼ ନିଷ୍ପତ୍ତି…

ବିଲରେ ବିଛାଯାଇଥିବା ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ଦନ୍ତାହାତୀର ଜୀବନ !

ବାରିପଦା,୯ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ହାତୀ ମୃତ୍ୟୁ ଘଟଣା ଥମିବାର ନାଁ ଧରୁନାହିଁ। ବାରିପଦା ବନଖଣ୍ଡ ଅଧୀନ ଡୁକୁରା ସେକ୍ସନର କାରାମଘୁଟୁ ଅଞ୍ଚଳରେ ଏକ ଦନ୍ତାହାତୀର…

ବଢ଼ିଲା ସହାୟତାର ହାତ: ବାଙ୍ଗାଲୋରରୁ ଗାଁକୁ ଆସିଲା ଦାଦନ ଶ୍ରମିକଙ୍କ ମୃତଦେହ

ଗୋଲାମୁଣ୍ଡା,୯।୧୧(ବଟକୃଷ୍ଣ ପଣ୍ଡା): ପେଟ ପାଟଣା ପାଇଁ ସୁଦୂର କର୍ଣ୍ଣାଟକର ବାଙ୍ଗାଲୋର ସହରକୁ ଦାଦନ ଖଟିବାକୁ ଯାଇଥିବା କଳାହାଣ୍ଡି ଜିଲାର ଜଣେ ଯୁବ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି।…

ଐତିହାସିକ କମାଲ କଲେ ଏହି ୪୧ ବର୍ଷୀୟ ଖେଳାଳି: ୧୦୦ ବର୍ଷ ପରେ ପ୍ରଥମ ଥର ଟେଷ୍ଟରେ ଘଟିଲା ଏମିତି… ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୯।୧୧: ଟେଷ୍ଟ କ୍ରିକେଟରେ ଏବେ ଲଗାତାର ନୂଆ ନୂଆ ରେକର୍ଡ ସୃଷ୍ଟି ହେଉଛି। ବର୍ତ୍ତମାନ ଆଫଗାନିସ୍ତାନ ଓ ଜିମ୍ବାୱେ ମଧ୍ୟରେ ଟେଷ୍ଟ ମ୍ୟାଚ ଚାଲିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?