Posted inଜାତୀୟ

ଜଳନ୍ଧର ଲୋକ ସଭା ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ଏଏପିରେ ସାମିଲ ହେଲେ ପୂର୍ବତନ ବିଧାୟକ

 

ଚଣ୍ଡିଗଡ,୧୦।୪: ପଞ୍ଜାବର ଜଳନ୍ଧରଠାରେ ହେବାକୁ ଥିବା ଲୋକ ସଭା ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟକା। କରତାରପୁରର ପୂର୍ବତନ ବିଧାୟକ ସୁରେନ୍ଦ୍ର ଚୌଧୁରୀ ଏଏପିରେ ସାମିଲ ହୋଇଛନ୍ତି। ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ତାଙ୍କୁ ଦଳରେ ବିଧିବଦ୍ଧ ଭାବେ ସାମିଲ କରାଇଛନ୍ତି। ଏହାପରେ ସୁରେନ୍ଦ୍ର ଚୌଧୁରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଆମ ଆଦମୀ ପାର୍ଟିର ଜନ କଲ୍ୟାଣ ନୀତି ଦ୍ୱାରା ପ୍ରଭାବିତ ହେବା ପରେ ମୁଁ ଏହି ପଦକ୍ଷେପ ନେଇଛି। ପଞ୍ଜାବର ଭବିଷ୍ୟତ କେବଳ ଭଗବନ୍ତ ମାନଙ୍କ ହାତରେ ସୁରକ୍ଷିତ। ଆସନ୍ତା ୧୦ତାରିଖ ଦିନ ଜଳନ୍ଧରରେ ଲୋକ ସଭା ଉପନିର୍ବାଚନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri