ଜଳେଶ୍ୱର ପୌରପାଳିକା: ୧୭ ୱାର୍ଡରେ ୨୦, ୦୫୯ ଭୋଟର

ଜଳେଶ୍ୱର, ୧୦ା୩(ଡି.ଏନ.ଏ.)  ଆସନ୍ତା ପୌରପାଳିକା ନିର୍ବାଚନରେ ବାଲେଶ୍ୱର ଜିଲା ଜଳେଶ୍ୱରର ୧୭ଟି ୱାର୍ଡର ୨୦, ୦୫୯ ମତଦାତା ସେମାନଙ୍କ ମତସାବ୍ୟସ୍ତ କରିବେ। ଏଥିରେ ୯୯୯୫ ପୁରୁଷ ଓ ୧୦୦୬୨ ମହିଳା ଭୋଟର ଅଛନ୍ତି ା ୧ନଂ. ୱାର୍ଡର ଭୋଟକେନ୍ଦ୍ର ଝାଡେଶ୍ୱରପୁର ଉପ୍ରା ବିଦ୍ୟାଳୟ, ୨ନଂ. ୱାର୍ଡର ଭୋଟକେନ୍ଦ୍ର ଅବକାରୀ କାର୍ଯ୍ୟାଳୟ, ୩ନଂ. ୱାର୍ଡର ଭୋଟକେନ୍ଦ୍ର ଶେଖବାର୍ଡ ଉ.ପ୍ରା. ବିଦ୍ୟାଳୟ ସ୍ଥିର ହୋଇଛି ା ୪ନଂ. ୱାର୍ଡ ଲାଗି ଭୋଟକେନ୍ଦ୍ର ପଥରପୁରା ଉ.ପ୍ରା. ବିଦ୍ୟାଳୟ, ୫ନଂ. ୱାର୍ଡ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ, ୬ନଂ. ୱାର୍ଡ ଜଳେଶ୍ୱର ମଇ ବିଦ୍ୟାଳୟ, ୭ନଂ. ୱାର୍ଡ ବିଦ୍ୟାଧରପୁର ଉ.ପ୍ରା. ବିଦ୍ୟାଳୟ, ୮ନଂ. ୱାର୍ଡ ପଞ୍ଚୁଘଣ୍ଟା ୟୁଜିଏମ୍‌ଇରେ ଭୋଟ ଗ୍ରହଣ ହେବାର ବ୍ୟବସ୍ଥା ହୋଇଛି। ୯ନଂ. ୱାର୍ଡର ମଙ୍ଗଳାତଳା ଉ.ପ୍ରା. ବିଦ୍ୟାଳୟ, ୧୦ନଂ. ୱାର୍ଡ ଶାନ୍ତିଆ ଉ.ପ୍ରା. ବିଦ୍ୟାଳୟ, ୧୧ନଂ. ୱାର୍ଡ ଜଳେଶ୍ୱର ମଇ ବିଦ୍ୟାଳୟ, ୧୨ନଂ. ୱାର୍ଡ ଜଳେଶ୍ୱର ଉଚ୍ଚ ବିଦ୍ୟାଳୟ, ୧୩ନଂ. ୱାର୍ଡ ନନ୍ଦିକା ଉ.ପ୍ରା. ବିଦ୍ୟାଳୟ, ୧୪ନଂ. ୱାର୍ଡ ଚୂଡାମଣିପୁର ଉ.ପ୍ରା. ବିଦ୍ୟାଳୟରେ ଭୋଟ ଦେବାର ବ୍ୟବସ୍ଥା ହୋଇଛି ା ସେହିପରି ୧୫ନଂ. ୱାର୍ଡ ନହଞ୍ଜରାସ୍ଥିତ ଗୟାସୁର ନୋଡାଲ ବିଦ୍ୟାଳୟ, ୧୬ନଂ. ୱାର୍ଡ ଅଲାଲପୁର ମହାବିଦ୍ୟାଳୟ ଓ ୧୭ନଂ. ୱାର୍ଡ ଚକବିଷ୍ଣୁ ଉପ୍ରା ବିଦ୍ୟାଳୟରେ ମତଦାନ ହେବାର ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri