Posted inଜାତୀୟ

ମହାରାଷ୍ଟ୍ର ଜାଲନାରେ ଦୁଇ ଗୋଷ୍ଠୀ ମଧ୍ୟରେ ପଥରମାଡ: ୫ ପୋଲିସ ଆହତ

ଜାଲନା,୧୩ ।୫: ମହାରାଷ୍ଟ୍ରର ଜାଲନା ଜିଲାର ଏକ ଗାଁରେ ଶୁକ୍ରବାର ସକାଳୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଉଭୟ ପଟରୁ ପଥର ଓ ଇଟା ଫିଙ୍ଗାଯାଇଥିବା ବେଳେ ଏଠାରେ ପହଞ୍ଚିଥିବା ପୋଲିସଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ପୋଲିସ ଭିଡକୁ କଣ୍ଟ୍ରୋଲ କରିବାକୁ ଯାଉ ଫାଙ୍କା ଗୁଳିଚାଳନା ବି କରିଛି । ହେଲେ ସଂଘର୍ଷ ବଢିଯିବାରୁ ପୋଲିସ ଏହାକୁ କାବୁ କରିବାକୁ ଯାଇ ୨୦-୨୫ଜଣଙ୍କୁ ଗିରଫ କରିଥିବା ଜଣାପଡିଛି ।
ମିଳିଥିବା ସୂଚନା ଅନୁସାରେ, ଜାଲନା ଜିଲାର ଭୋକରଦାନ ତହସିଲର ଚନ୍ଦଇ ଗାଁରେ ଛତ୍ରପତି ଶିବାଜୀ ମହାରାଜଙ୍କ ମୂର୍ତ୍ତି ଗାଁରେ ଲଗାଯିବାର ଥିଲା । ଯେଉଁଠାରେ ଏହା ଲଗାଯିବାର ଥିଲା ତାହାର ନାମ ଗୋପିନାଥ ମୁଣ୍ଡେ ରଖାଯାଇ ଥାଆନ୍ତା । ହେଲେ ଦୁଇ ସମ୍ପ୍ରଦାୟ ମଧ୍ୟରେ ଏହାକୁ ନେଇ ବିବାଦ ଉପୁଜିଥିଲା । ଏହା ପରେ ଏତେ ତୀବ୍ର ହୋଇଥିଲା ଯେ ଉଭୟ ପଟରୁ ପଥରମାଡ ଆରମ୍ଭ ହୋଇଯାଇଥିଲା । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri