Posted inଜାତୀୟ

ବିସର୍ଜନ ସମୟରେ ନଦୀରେ ଆସିଲା ପ୍ରଖର ସ୍ରୋତ ଭାସିଗରେ ୪୦, ୭ ମୃତ

କୋଲକାତା, ୬ ।୧୦:ପଶ୍ଚିମବଙ୍ଗର ଜଲପାଇଗୁଡିରେ ବୁଧବାର ରାତିରେ ଦୁର୍ଗା ମୂର୍ତ୍ତି ବିସଜନ ସମୟରେ ଏକ ବଡ ଅଘଟଣ ଘଟିଛି । ଏଠାରେ ଥିବା ମାଲ ନଦୀରେ ମାଆଙ୍କ ବିସର୍ଜନ ସମୟରେ ହଠାତ୍ ଆସିଥିବା ବନ୍ୟାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏବେ ପର୍ଯ୍ୟନ୍ତ ୩୦-୪୦ ଜଣ ନିଖୋଜ ଥିବାରୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି ।

ସୂଚନାଯୋଗ୍ୟ, ରାତି ପ୍ରାୟ ୮ଟା ବେଳେ ବହୁ ସଂଖ୍ୟାରେ ଲୋକେ ମଲ ନଦୀ କୂଳରେ ପହଞ୍ଚିଥିଲେ । ନଦୀର ଉଭୟ ପାଶ୍ୱର୍ରେ ଖୁବ ଭିଡ ଥିଲା । ପ୍ରଶାସନ ପକ୍ଷରୁ ଲାଗାତାର ଭାବେ ମାଇକ ଯୋଗେ ଲୋକଙ୍କୁ ସତର୍କ କରା ଯାଉଥିଲା । ହେଲେ କେତେଜଣ ଏହାକୁ ଖାତିର ନ କରି ଗାଡି ସହ ନଦୀ ମଧ୍ୟକୁ ପଶି ଯାଇଥିଲେ । ହେଲେ ଏହାର ମାତ୍ର କିଛି ସମୟ ପରେ ଯାହା ଘଟିଲା ତାହା କେହି କେବେ କଳ୍ପନା କରି ନ ଥିଲେ । ପ୍ରଖର ସ୍ରୋତ ଆସିବାର ପ୍ରାୟ ୪୦ ଜଣ ହଠାତ୍ ଭାସି ଯାଇଥିଲେ ।
ରାତି ପ୍ରାୟ ୧ଟା ପର୍ଯ୍ୟନ୍ତ ଏନଡିଆରଏଫ୍ ଟିମ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ । ଜଲପାଇଗୁଡିର ଏସ୍‌ପି ଦେବର୍ଷି ଦତ୍ତ ଘଟଣା ସମ୍ପର୍କରେ ଅବଗତ କରାଇଛନ୍ତି । ସେ କହିଛନ୍ତି ଏହି ଘଟଣାରେ ମୃତକଙ୍କ ସଂଖ୍ୟା ବଢିପାରେ । ଏବେ ପର୍ଯ୍ୟନ୍ତ ୭ ମୃତ ଘୋଷଣା ହୋଇଥିବା ବେଳେ ୧୦ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପଠାଯାଇଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri