Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୩।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଲର୍ଡସର ଐତିହାସିକ ଗ୍ରାଉଣ୍ଡରେ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟ କ୍ରିକେଟରେ ୩୫,୦୦୦ରୁ ଅଧିକ ବଲ୍‌ ବୋଲିଂ କରିଛନ୍ତି। ଆଣ୍ଡରସନଙ୍କ ପୂର୍ବରୁ ତିନିଜଣ ସ୍ପିନର, ଶ୍ରୀଲଙ୍କାର ମୁଥିୟା ମୁରଲୀଥରନ (୪୪,୦୩୯ ବଲ), ଭାରତର ଅନିଲ କୁମ୍ବଲେ (୪୦,୮୫୦) ଏବଂ ଅଷ୍ଟ୍ରେଲିଆର ସେନ୍‌ ୱାର୍ନ (୪୦,୭୦୫) ଏହି ସଫଳତା ହାସଲ କରିଥିଲେ। ସୂଚନାଯୋଗ୍ୟ ଯେ, ଦ୍ରୁତ ବୋଲରମାନଙ୍କ ମଧ୍ୟରେ ୱେଷ୍ଟଇଣ୍ଡିଜ କର୍ଟନି ୱାଲ (୩୦,୦୧୦ ବଲ), ଇଂଲଣ୍ଡର ଷ୍ଟୁଆର୍ଟ ବ୍ରଡ (୨୯,୮୬୩) ଏବଂ ଅଷ୍ଟ୍ରେଲିଆର ଗ୍ଲେନ ମ୍ୟାକଗ୍ରାଥ (୨୯,୨୪୮) ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri