Posted inଖେଳ

ଭାଙ୍ଗିଲା କୁମ୍ବଲେଙ୍କ ରେକର୍ଡ

ଟ୍ରେଣ୍ଟ ବ୍ରିଜ,୬।୮: ଟେଷ୍ଟ କ୍ରିକେଟ ଇତିହାସରେ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ଇଂଲଣ୍ଡର ବରିଷ୍ଠ ପେସର ଜେମ୍ସ ଆଣ୍ଡରସନ। ଏଥିସହ କିମ୍ବଦନ୍ତୀ ଭାରତୀୟ ଲେଗ୍‌ ସ୍ପିନର ଅନୀଲ କମ୍ବେଲେଙ୍କୁ ସେ ପଛରେ ଛାଡ଼ି ଦେଇଛନ୍ତି। ଭାରତ ବିପକ୍ଷରେ ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟରେ ଲୋକେଶ ରାହୁଲଙ୍କୁ ଆଉଟ୍‌ କରି ଏହି ବଡ଼ ସଫଳତା ହାସଲ କରିଛନ୍ତି ୩୯ ବର୍ଷୀୟ ପେସର। କୁମ୍ବଲେଙ୍କ ନାମରେ ୬୧୯ ଉଇକେଟ ଥିବା ବେଳେ ଆଣ୍ଡରସନ ୬୨୦ତମ ଶିକାର ପାଲଟିଥିଲେ ରାହୁଲ।

ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ନେବାର ରେକର୍ଡ ଏବେ ମଧ୍ୟ ରହିଛି ଶ୍ରୀଲଙ୍କାର କିମ୍ବଦନ୍ତୀ ଅଫ୍‌ ସ୍ପିନର ମୁଥିଆ ମୁରଲଧରଣଙ୍କ ନାମରେ। ତାଙ୍କ ନାମରେ ରହିଛି ସର୍ବାଧିକ ୮୦୦ ଉଇକେଟ। ତାଙ୍କ ପଛକୁ ରହିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଲେଗ୍‌ ସ୍ପିନର ଶେନ ଓ୍ବର୍ନ (୭୦୮ ଉଇକେଟ)। ୬୨୦* ଉଇକେଟ ସହ ତାଲିକାର ୩ୟ ସ୍ଥାନରେ ରହିଛନ୍ତି ଆଣ୍ଡରସନ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri