ଜେମ୍ସ ବଣ୍ଡର ନିର୍ଦ୍ଦେଶକଙ୍କ ପରଲୋକ

ଲଣ୍ଡନ,୧୧ ।୧: ଜଣାଶୁଣା ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ ଓ ଅଭିନେତା ମାଇକେଲ ଏପ୍ଟେଡଙ୍କ ୭୯ ବର୍ଷ ବୟସରେ ପରଲୋକ ହୋଇଛି । ଡାଇରେକ୍ଟର୍ସ ଗିଲ୍ଡ ଅଫ୍ ଆମେରିକା ଅନୁଯାୟୀ, ଜାନୁୟାରୀ ୭ରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ସମ୍ପର୍କିତ ସମସ୍ତ ତଥ୍ୟ ଏପର୍ଯ୍ୟନ୍ତ ମିଳିନାହିଁ । ୧୯୪୧ରେ ଜନ୍ମ ନେଇଥିବା ମାଇକେଲ ସିନେମା ଓ ଟେଲିଭିଜନର ଜଣେ ପରିଚିତ ଚେହେରା । ୧୯୯୦ରେ ସେ ‘ଜେମ୍ସ ବଣ୍ଡ: ଦ ୱାର୍ଲଡ ଇଜ ନଟ୍ ଏନଫ’ର ନିର୍ଦ୍ଦେଶନା ଦେଇଥିଲେ । ଏହାବ୍ୟତୀତ ସେ ‘କୋଲ ମାଇନର୍ସ ଡଟର’ ଓ ‘ଗରିଲାଜ ଇନ୍ ଦ ମିଷ୍ଟ’ ଫିଲ୍ମର ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ । ତାଙ୍କ ଫିଲ୍ମ ‘କୋଲ ମାଇନର୍ସ ଡଟର’ ସଙ୍ଗିତ ଓ ହାସ୍ୟ ଶ୍ରେଣୀରେ ସର୍ବଶ୍ରେଷ୍ଠ ମୋଶନ ପିକ୍‌ଚର ପାଇଁ ଗୋଲଡେନ ଗ୍ଲୋବ ଆୱାର୍ଡ ପାଇଥିଲା । ଆଉ ଏହି ଫିଲ୍ମରେ ଅଭିନୟ ପାଇଁ ଅଭିନେତ୍ରୀ ସିସି ସ୍ପେସକଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ଭାବେ ଓସ୍କାର ଆୱାର୍ଡ ମିଳିଥିଲା ।ସବୁଠାରୁ ଅଧିକ ସମୟ ଧରି ଚାଲିଥିବା ଡକ୍ୟୁମେଣ୍ଟାରୀ ’ଅପ’ର ବି ସେ ନିର୍ଦ୍ଦେଶନା ଦେଇଥିଲେ । ଏହି ସିରିଜ ୧୪ ଜଣ ଏମିତି ବ୍ରିଟିଶ ଲୋକଙ୍କର ଥିଲା ଯିଏ ଭିନ୍ନ ଭିନ୍ନ ପରିବେଶରୁ ଆସିଥିଲେ କିନ୍ତୁ ଏକାଠି ରହୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନମନ ଧୀର ଆସିବା ପରେ ଟିମ ଇଣ୍ଡିଆରୁ ବାଦ ପଡ଼ିପାରନ୍ତି ଏହି ୩ ଷ୍ଟାର୍‌ ଖେଳାଳି, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୫।୧୦: ଟିମ ଇଣ୍ଡିଆକୁ ଏମିତି ଜଣେ ଫିନିଶର ମିଳିଯାଇଛନ୍ତି, ଯିଏ ଶେଷ ଓଭରଗୁଡ଼ିକରେ ନିଜ ଦମରେ ମ୍ୟାଚର ମୋଡ଼ ବଦଳାଇ ପାରିବେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ…

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?