ଜେମ୍ସ ବଣ୍ଡର ନିର୍ଦ୍ଦେଶକଙ୍କ ପରଲୋକ

ଲଣ୍ଡନ,୧୧ ।୧: ଜଣାଶୁଣା ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ ଓ ଅଭିନେତା ମାଇକେଲ ଏପ୍ଟେଡଙ୍କ ୭୯ ବର୍ଷ ବୟସରେ ପରଲୋକ ହୋଇଛି । ଡାଇରେକ୍ଟର୍ସ ଗିଲ୍ଡ ଅଫ୍ ଆମେରିକା ଅନୁଯାୟୀ, ଜାନୁୟାରୀ ୭ରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ସମ୍ପର୍କିତ ସମସ୍ତ ତଥ୍ୟ ଏପର୍ଯ୍ୟନ୍ତ ମିଳିନାହିଁ । ୧୯୪୧ରେ ଜନ୍ମ ନେଇଥିବା ମାଇକେଲ ସିନେମା ଓ ଟେଲିଭିଜନର ଜଣେ ପରିଚିତ ଚେହେରା । ୧୯୯୦ରେ ସେ ‘ଜେମ୍ସ ବଣ୍ଡ: ଦ ୱାର୍ଲଡ ଇଜ ନଟ୍ ଏନଫ’ର ନିର୍ଦ୍ଦେଶନା ଦେଇଥିଲେ । ଏହାବ୍ୟତୀତ ସେ ‘କୋଲ ମାଇନର୍ସ ଡଟର’ ଓ ‘ଗରିଲାଜ ଇନ୍ ଦ ମିଷ୍ଟ’ ଫିଲ୍ମର ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ । ତାଙ୍କ ଫିଲ୍ମ ‘କୋଲ ମାଇନର୍ସ ଡଟର’ ସଙ୍ଗିତ ଓ ହାସ୍ୟ ଶ୍ରେଣୀରେ ସର୍ବଶ୍ରେଷ୍ଠ ମୋଶନ ପିକ୍‌ଚର ପାଇଁ ଗୋଲଡେନ ଗ୍ଲୋବ ଆୱାର୍ଡ ପାଇଥିଲା । ଆଉ ଏହି ଫିଲ୍ମରେ ଅଭିନୟ ପାଇଁ ଅଭିନେତ୍ରୀ ସିସି ସ୍ପେସକଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ଭାବେ ଓସ୍କାର ଆୱାର୍ଡ ମିଳିଥିଲା ।ସବୁଠାରୁ ଅଧିକ ସମୟ ଧରି ଚାଲିଥିବା ଡକ୍ୟୁମେଣ୍ଟାରୀ ’ଅପ’ର ବି ସେ ନିର୍ଦ୍ଦେଶନା ଦେଇଥିଲେ । ଏହି ସିରିଜ ୧୪ ଜଣ ଏମିତି ବ୍ରିଟିଶ ଲୋକଙ୍କର ଥିଲା ଯିଏ ଭିନ୍ନ ଭିନ୍ନ ପରିବେଶରୁ ଆସିଥିଲେ କିନ୍ତୁ ଏକାଠି ରହୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଥିଲେ ଆମେରିକାର ଅନ୍ୟ ରାଷ୍ଟ୍ରପତି, ପ୍ରାର୍ଥୀ

ଓ୍ବାଶିଂଟନ୍‌,୧୫ା୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ହତ୍ୟା ଉଦ୍ୟମରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅତୀତରେ ଆମେରିକାର ଅନେକ ରାଷ୍ଟ୍ରପତି, ପୂର୍ବତନ ରାଷ୍ଟ୍ରପତି ତଥା...

ଓ୍ବିମ୍ବଲଡନ୍‌ ଫାଇନାଲ ଦେଖିଲେ ରାଜକୁମାରୀ

ଲଣ୍ଡନ,୧୪ା୭:ବ୍ରିଟେନ୍‌ ରାଜକୁମାରୀ କେଟ୍‌ ମିଡିଲଟନ୍‌ କ୍ୟାନ୍‌ସରରୁ ଆରୋଗ୍ୟ ହେଉଥିବାବେଳେ ରବିବାର ଲଣ୍ଡନରେ ଅନୁଷ୍ଠିତ ଓ୍ବିମ୍ବଲଡନ୍‌ ପୁରୁଷ ଫାଇନାଲ୍‌ ମ୍ୟାଚ୍‌ ଦେଖିବାକୁ ଆସିଥିଲେ। ସେ ରୟାଲ ବକ୍ସରେ ଆସନ...

ଟ୍ରମ୍ପ୍‌ଙ୍କୁ ଆକ୍ରମଣ ଘଟଣାକୁ ନେଇ ଏମିତି କହିଲା ରୁଷିଆ

ମସ୍କୋ,୧୪ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ଆଗାମୀ ନିର୍ବାଚନ ପାଇଁ ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ପେନ୍‌ସିଲ୍‌ଭାନିଆର ବଟଲର ସହରରେ ଏକ ପ୍ରଚାର ରାଲିକୁ ସମ୍ବୋଧନ କରୁଥିବାବେଳେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଆସିଲା ବଡ଼ ଖବର: ସମ୍ପର୍କରେ…

ଅନନ୍ତ ଅମ୍ବାନୀ ଓ ରାଧିକା ମର୍ଚାଣ୍ଟଙ୍କ ଗ୍ରାଣ୍ଡ ୱେଡିଂରେ ଦେଶ ବିଦେଶର ବହୁ କଳାକାର ଓ ସେଲିବ୍ରିଟି ଯୋଗ ଦେଇଥିଲେ। ମୁମ୍ବାଇର ଜିଓ ୱାଲର୍‌ଡ କନ୍‌ଭେନ୍‌ସନ୍‌...

ୟୁଟ୍ୟୁବ୍‌ ଦୁନିଆରେ ଇତିହାସ ରଚିଲେ ‘ମିଷ୍ଟର ବିଷ୍ଟ’: ହାସଲ କଲେ ବଡ଼ ଉପଲବ୍ଧି

ପ୍ରସିଦ୍ଧ ୟୁଟ୍ୟୁବର ଜିମି ଡୋନାଲ୍ଡସନ୍‌(ମିଷ୍ଟର ବିଷ୍ଟ ନାମରେ ଜଣାଶୁଣା) ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ୟୁଟ୍ୟୁବର ହୋଇପାରିଛନ୍ତି ଯାହାଙ୍କ ସବ୍‌ସ୍କ୍ରାଇବରଙ୍କ...

ଗୁଳି ଫୁଟିବା ପରେ ଏମିତି କ’ଣ କହିଲେ ଟ୍ରମ୍ପ, ଚମକି ପଡିଲେ ପାଖରେ ଥିବା ଲୋକେ

ଓ୍ବାଶିଂଟନ,୧୪।୭: ଏକ ନିର୍ବାଚନ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳି କରାଯାଇଥିଲା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ପ୍ରକାଶ ପାଇଥିଲା...

ପୁଣି ସତ ହେଲା ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଟ୍ରମ୍ପଙ୍କୁ ନେଇ କହିଥିଲେ ଏମିତି…

ଓ୍ବାଶିଂଟନ୍‌,୧୪।୭: ପେନସିଲଭାନିଆରେ ଏକ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ସମଗ୍ର ବିଶ୍ୱକୁ ଚକିତ କରିଛି। ଯଦିଓ ଡୋନାଲ୍ଡ ଟ୍ରମ୍ପ ଏହି...

ଟ୍ରମ୍ପଙ୍କୁ ଗୁଳିମାଡ଼ କରିଥିବା ଯୁବକଙ୍କୁ ମିଳିସାରିଛି ଏହି ପୁରସ୍କାର

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ପେନସିଲଭେନିଆର ବଟଲରରେ ନିର୍ବାଚନ ପ୍ରଚାର କରୁଥିବାବେଳେ ଗୁଳିମାଡ଼ ହୋଇଛି। ଗୁଳିଟି ତାଙ୍କ ଡାହାଣ କାନର ଉପର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri