ଜମିଲା କୋସଲି କବିତା ଆସର

ଲୋଇସିଂହା,୨୦।୧୦(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଲୋଇସିଂହା ଥାନ ଅନ୍ତର୍ଗତ ରୁଗୁଡିଖାଲ ମାନସ ବିହାରଠାରେ ଡୁଙ୍ଗରିପାଲିି ନୂଆଁ ସକାଳ ପବ୍ଲିକେସନ ଆନୁକୂଲ୍ୟରେ ସିର୍‌ଜିନା ପରବ୍‌-୨୦୨୦ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ୍‌ ଗଜେନ୍ଦ୍ର ଦଣ୍ଡସେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାବିତ୍‌ ଲଳିତ ମୋହନ ସାହୁ ମୁଖ୍ୟ ଅତିଥି, ରସିକ ବେହେରା ସମ୍ମାନୀତ ଅତିଥି, ଅଲେଖ ପ୍ରସାଦ ମହାପାତ୍ର ମୁଖ୍ୟବକ୍ତା, ସୁବାଷ ପାତ୍ର ଓ ଧ୍ରୁବଚରଣ ପଧାନ ସମୀକ୍ଷକଭାବେ ଯୋଗଦେଇଥିଲେ ା ଏହି ଅବସରରେ ଡ. ଗୋବର୍ଦ୍ଧନ ସାହୁଙ୍କ ରଚିତ ଦିଗବଳୟର ଇଫାଲେ ସେଫାଲେ ଓ ଚନ୍ଦ୍ରାବତୀ ପାଣ୍ଡେଙ୍କ ବାଲୁତ ବୀର ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ ା ଏହି କାର୍ଯ୍ୟକ୍ରମ ପରେ କୋସଲି କବିତା ପାଠୋତ୍ସବ ଗୌରୀଶଙ୍କର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା ା ନିତ୍ୟାନନ୍ଦ ଜୁଏଡ, ଉମେଶ ବିଶ୍ୱାଳ, ରୁକ୍ମଣ ବିଶ୍ୱାଳ, ବ୍ରଜ ବିଶୋଇ, ଅଶୋକ ସାହୁଙ୍କ ସମେତ ବଲାଙ୍ଗୀର, ବରଗଡ ଓ ସୁବର୍ଣ୍ଣପୁର ଜିଲାର ବହୁ କୋସଲି କବି ଯୋଗଦେଇ ସ୍ବରଚିତ କବିତା ପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri