Posted inଜାତୀୟ

ଜମ୍ମୁ-କଶ୍ମୀରରେ ବାଦଲଫଟା ବର୍ଷା: ୫ ଜୀବନ ଗଲା, ୪୦ରୁ ଅଧିକ ନିଖୋଜ

ଶ୍ରୀନଗର,୨୮।୭: ଜମ୍ମୁ-କଶ୍ମୀରରେ ପକୃତି ଦାଉ ସାଜିଛି। ବୁଧବାର ବାଦଲଫଟା ବର୍ଷା ଯୋଗୁ ପ୍ରାୟ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୦ରୁ ଅଧିକ ଜଣ ନିଖୋଜ ଅଛନ୍ତି। ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନାଯୋଗ୍ୟ, ବାଦଲ ଫଟା ବର୍ଷା ଯୋଗୁ କିସ୍ତଓ୍ବାଡ ଜିଲାର ହୋଁଜାର ଦଚାନରେ ବାଦଲ ଫଟା ବର୍ଷା ଯୋଗୁ ୪୦ରୁ ଅଧିକ ନିଖେଶଜ ଅଛି। ଗତ କିଛିଦିନ ହେବ ଜମ୍ମୁ-କଶ୍ମୀର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେଉଛି। ଜୁଲାଇ ଶେଷ ପର୍ଯ୍ୟନ୍ତ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ। ଏଥିପାଇଁ ଲୋକଙ୍କୁ ସତର୍କ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଗଲା ସୁଶାନ୍ତଙ୍କ ପରିବାରର ୫ ଜୀବନ

ପାଟଣା,୧୬।୧୧: ଏକ ସଡ଼କ ଦୁର୍ଘଟଣାରେ ସ୍ବର୍ଗତ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ବିହାରର ଲଖିସାରାଇ ଜିଲାରେ ୩୩୩...

୧୩ ଇସ୍ତଫା ପତ୍ର ମଧ୍ୟରୁ ୮ଟିକୁ ପ୍ରତ୍ୟାଖ୍ୟାନ କଲେ ବାଚସ୍ପତି

ବେଙ୍ଗାଲୁରୁ,୯।୭: କର୍ନାଟକ ସରକାର ଏବେ ସଙ୍କଟରେ ଥିବା ବେଳେ ବିଧାୟକମାନଙ୍କ ଇସ୍ତଫା ଦେବା କାର୍ଯ୍ୟକ୍ରମ ଯେମିତି ଏକ ପ୍ରକାର ଜାରି ରହିଛି। ଏବେ ୧୩ କଂଗ୍ରେସ...

ପୁଣି ଟିଆରଏସ ଅଧ୍ୟକ୍ଷ ହେଲେ କେ. ଚନ୍ଦ୍ରଶେଖର ରାଓ

ହାଇଦ୍ରାବାଦ,୨୬।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ପୁଣି ଟିଆରଏସ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି । ଏନେଇ ଟିଆରଏସର ସଧାରଣ ସମ୍ପାଦକ ଏମ.ଶ୍ରୀନିବାସ ରେଡ୍ଡୀ...

ପଶ୍ଚିମବଙ୍ଗ ବିଭାଜନ ନେଇ ଭାଜପାରେ ଫାଟ…

କୋଲକାତା, ୨୩।୮: ପଶ୍ଚିମବଙ୍ଗ ବିଭାଜନ ନେଇ ରାଜ୍ୟ ଭାଜପାରେ ଫାଟ ସୃଷ୍ଟି ହୋଇଛି। ରାଜ୍ୟ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଉତ୍ତର ପଶ୍ଚିମବଙ୍ଗକୁ ଅଲଗା ରାଜ୍ୟର ମାନ୍ୟତା...

ଜନତାଙ୍କୁ ଧନ୍ୟବାଦ ଜଣାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି (ଏଏପି) ଏବେ ପର୍ଯ୍ୟନ୍ତ ହୋଇଥିବା ମତଗଣନାରେ ବହୁମତରେ ଆଗରେ ରହିଛି। ଏନେଇ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ...

କରୋନା ଭାଇରସ: ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୧

ନୂଆଦିଲ୍ଲୀ,୬।୩: କରୋନା ଭାଇରସ ଏବେ ଦେଶରେ କୋକୁଆ ଭୟ ସୃଷ୍ଟି କରିଛି। ଦିଲ୍ଲୀରେ ଶୁକ୍ରବାର ଆଉ ଜଣେ ପଜିଟିଭ ମିଳିବା ପରେ ଏବେ ଭାରତରେ କରୋନା...

ନାବାଳିକାଙ୍କୁ ଅପହରଣ କରି କୀଟନାଶକ ପିଆଇଦେଲେ

ଖଣ୍ଡଓ୍ବା,୨୦।୧୨: ମଧ୍ୟପ୍ରଦେଶର ଆଦିବାସୀ ସମ୍ପ୍ରଦାୟର ଜଣେ ନାବାଳିକାଙ୍କୁ ଅପହରଣ ପରେ କୀଟ ନାଶକ ପିଆଇ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ନାବାଳିକାଙ୍କୁ ଘରେ ନ...

ଆତଙ୍କବାଦ ବିରୋଧରେ ଏକାଠି ଲଢିବ ଭାରତ-ଜର୍ମାନୀ

ନୂଆଦିଲ୍ଲୀ,୧।୧୧: ଭାରତ ଓ ଜର୍ମାନୀ ଏକାଠି ମିଶି ଆତଙ୍କବାଦ ଓ ଉଗ୍ରବାଦ ବିରୋଧରେ ଲଢିବେ। ଏହାସହ ପରିବେଶ ସୁରକ୍ଷା ଦିଗରେ ମଧ୍ୟ କାମ କରିବେ। ଦିଲ୍ଲୀରେ...

Advertisement
Archives

Model This Week