Posted inଜାତୀୟ

ଡ୍ରୋନ୍ ଥିଲେ ଥାନାରେ ଦେବାକୁ ପଡିବ ସୂଚନା

ଶ୍ରୀନଗର,୪ ।୭: ଜମ୍ମୁ ବିମାନ ବନ୍ଦରର ଟେକ୍ନିକାଲ ଏରିଆରେ ଡ୍ରୋନରେ ଆକ୍ରମଣ କରାଯିବା ପରେ ଏବେ ପ୍ରଶାସନ ଏହାର ବ୍ୟବହାରକୁ ନେଇ କଡା ନିର୍ଦ୍ଦେଶ ଜାରି କରିଛି । ଶ୍ରୀନଗର ଜିଲା ଅଧିକାରୀ ମହମ୍ମଦ ଏଜାଜ ଏହାକୁ ନେଇ ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଯେଉଁମାନଙ୍କ ପାଖରେ ପୂର୍ବରୁ ଡ୍ରୋନ୍ କ୍ୟାମେରା ବା ମାନବ ବିହିନ କୌଣସି ପ୍ରକାର ଆକାଶ ମାର୍ଗରେ ଉଡୁଥିବା ବାହାନ ରହିଛି ସେମାନଙ୍କୁ ଏହାର ସୂଚନା ପୋଲିସକୁ ଦେବାକୁ ପଡିବ । ସୂଚନାଯୋଗ୍ୟ, ଏହା ପୂର୍ବରୁ କଠୁୱା ଜିଲାରେ ବିବାହ ଉତ୍ସବରେ ବା ଅନ୍ୟ କୌଣସି କାର୍ଯ୍ୟକ୍ରମରେ ଡ୍ରୋନ୍ ବ୍ୟବହାର ପାଇଁ ପଞ୍ଜିକାରଣ ବାଧ୍ୟାମୂଳକ କରାଯାଇଛି । ଜିଲାପାଳ ୧୪୪ ଧାରା ଲାଗୁକରି ଡ୍ରୋନ୍ ବା ଅନ୍ୟ ଉଡନ୍ତା ଖେଳନା ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri