Posted inଜାତୀୟ

ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ: ପ୍ରାର୍ଥନା କରୁଥିବା ବେଳେ ଅବସରପ୍ରାପ୍ତ ପୋଲିସ ଅଫିସରଙ୍କୁ ଗୁଳି କରି ହତ୍ୟା

ବାରାମୂଳା,୨୪।୧୨: ଜମ୍ମୁ-କଶ୍ମୀରରେ ପୁଣି ଏକ ଆତଙ୍କବାଦୀ ଆକ୍ରମଣ ହୋଇଛି। ବାଳାମୂଳାରେ ଜଣେ ଅବସରପ୍ରାପ୍ତ ପୋଲିସ ଅଫିସରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଏସ୍‌ଏସ୍‌ପି ମହମ୍ମଦ ଶଫି ମୀର। ସେ ମସଜିଦରେ ନମାଜ ପଢ଼ୁଥିବା ବେଳେ ଆତଙ୍କବାଦୀ ଗୁଳମାଡ଼ କରିଥିଲେ। ତେବେ ଗୁଳିକାଣ୍ଡ ପରେ ସେମାନେ ଫେରାର ହୋଇଯାଇଥିବା ନେଇ ରବିବାର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଜମ୍ମୁ କଶ୍ମୀର ପୋଲିସ ସୂଚନା ଦେଇ କହିଛି, ବାରାମୂଳାରେ ଥିବା ମସଜିଦ୍‌ରେ ନମାଜ ପଢ଼ୁଥିବା ବେଳେ ମହମ୍ମଦ ଶଫିଙ୍କ ଉପରେ ଗୁଳିମାଡ଼ ହୋଇଥିଲା। ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ଅଞ୍ଚଳକୁ ପୋଲିସ ଘେରାବନ୍ଦି କରି ସର୍ଚ୍ଚ ଅପରେଶନ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?