Posted inଜାତୀୟ

୪ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୯।୧୧: ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁରୁବାର ହୋଇଥିବା ଗୁଳି ବିନିମିୟରେ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି। ଜମ୍ମୁ କଶ୍ମୀରର ନାଗରୋଟା ବାନ ଟୋଲପ୍ଲାଜାରେ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରିଥିଲେ ସୁରକ୍ଷାକର୍ମୀ ଛାନ୍ନଭିନ୍‌ ଆରମ୍ଭ କରିଥିଲେ। ଏହି ସମୟରେ ରାଜପଥ ବନ୍ଦ କରିଦିଆଯାଇଥିଲା। ସୂଚନାଯୋଗ୍ୟ, ସୁରକ୍ଷାକର୍ମୀ ଗୁରୁବାର ସକାଳୁ ଗାଡ଼ି ଚେକିଂ କରୁଥିଲେ। ଏହି ସମୟରେ ପାଖରେ ଥିବା ଏକ ଜଙ୍ଗଲରୁ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାପରେ ସୁରକ୍ଷାକର୍ମୀ ପାଲଟା ଜବାବ ଦେଇଥିଲେ। ଗତ ବୁଧବାର ସଂଧ୍ୟାରେ ଆତଙ୍କବାଦୀ ପୁଲୱାମାରେ ଥିବା ସିଆରପିଏଫ କ୍ୟାମ୍ପ ଉପରକୁ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରକୁ ଆସିଲେ ଜୋତା ଚାଟିବ ପୋଲିସ

କୋଲକତା,୨୫।୧୧: ଆସନ୍ତା ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ଭାରତୀୟ ଜନତା ପାର୍ଟି ଏବଂ ଶାସକ ଦଳ ତୃଣମୂଳ କଂଗ୍ରେସ ମଧ୍ୟରେ ଆରୋପପ୍ରତ୍ୟାରୋପ...

ଏଲ୍‌ଓସିରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୬।୧୨: ପାକିସ୍ତାନ ପକ୍ଷରୁ ସୋମବାର ପୁଣିଥରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଜମ୍ମୁ-କଶ୍ମୀର ପୁଞ୍ଚ ଜିଲା କ୍ରିଷ୍ଣା ଘାଟି ସେକ୍ଟରର ସୀମା ନିକଟରେ ପାକିସ୍ତାନ ସକାଳ ପ୍ରାୟ...

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବାର ଅଧିକାର ବାଚସ୍ପତିଙ୍କ ନାହିଁ:ୟେଦୁରପ୍ପା

ବେଙ୍ଗାଲୁରୁ, ୧୪।୭: କର୍ନାଟକରେ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ହୋଇପଡିଛି। ଗୋଟିଏ ପଟେ ମେଣ୍ଟରୁ ଇସ୍ତଫା ଦେଖିବା ବିଧାୟକ ମନାଇବାକୁ କଂଗ୍ରେସ-ଜେଡିଏସ ଲାଗିପଡିଥିଲାବେଳେ ଅନ୍ୟପଟେ ଭାଜପା...

ସଞ୍ଜୟ ଆରୋରା ଦିଲ୍ଲୀ ପୋଲିସ କମିଶନର, ବୀରପ୍ପାନଙ୍କ ବିରୋଧରେ ଗ୍ରହଣ କରିଥିଲେ ଦୃଢ଼ ପଦକ୍ଷେପ…

ନୂଆଦିଲ୍ଲୀ, ୩୧।୭ : ସଞ୍ଜୟ ଆରୋରା ଦିଲ୍ଲୀର ନୂତନ ପୋଲିସ କମିଶନର ହେବେ। ସଞ୍ଜୟ ଆରୋରା ୧୯୮୮ ବ୍ୟାଚ ନାମିଲନାଡୁ କ୍ୟାଡରର ଆଇପିଏସ ଅଧିକାରୀ। ଏ...

ମାଙ୍କଡ ଉପଦ୍ରବ: ଖାଇ ଯାଉଛନ୍ତି ଶିଶୁଙ୍କ କାନ

ଆଲିଗଡ,୧୦।୧୦: ଉତ୍ତର ପ୍ରଦେଶର ଆଲିଡର ନଗଲା ମାନସିଂହ ଅଞ୍ଚଳରେ ମାଙ୍କଡ ପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ମାଙ୍କଡମାନେ ଛୋଟ ପିଲାଙ୍କୁ ଏକୁଟିଆ ଦେଖି ଆକ୍ରମଣ କରୁଛନ୍ତି।...

କଂଗ୍ରେସରେ ସବୁ ଗଧ ଅଛନ୍ତି, କାହିଁକି ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୧୨।୭: ରାଜସ୍ଥାନର ଶାସକ ଦଳ କଂଗ୍ରେସର ଦୁଇ କ୍ଷମତା କେନ୍ଦ୍ର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଥିବା ଅସନ୍ତୋଷ ସାମ୍ନାକୁ...

ପେଟ୍ରୋଲ, ଡିଜେଲ ପରେ ଶସ୍ତା ହେବ ଖାଇବା ତେଲ

ନୂଆଦିଲ୍ଲୀ,୫।୧୧: ମହଙ୍ଗା ମାଡ଼ରୁ ଆଶ୍ୱସ୍ତି ଦେବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଉପର ମୁହାଁ ହୋଇ ରହିଥିବା ଖାଇବା ତେଲକୁ ନିୟନ୍ତ୍ରଣ କରିବାକୁ ସରକାର ଶୁକ୍ରବାର...

ବାଚସ୍ପତି ପଦ ଛାଡି ମନ୍ତ୍ରୀ ଭାବେ ନେଲେ ଶପଥ

ଗାନ୍ଧିନଗର,୧୬ ।୯: ଗୁଜରାଟରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ ହେଲେ ତା’ପୂର୍ବରୁ ବଡ ଧରଣର ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ...

Advertisement
Archives

Model This Week