Posted inଜାତୀୟ

ଥରିଲା ଜମ୍ମୁ-କଶ୍ମୀର: ଭୟରେ ଦୌଡିଲେ ଲୋକେ

ଶ୍ରୀନଗର,୧୬।୧୧: ଜମ୍ମୁ କଶ୍ମୀରରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ରହିଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ଜମ୍ମୁ-କଶ୍ମୀରର ଦୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଭୂକମ୍ପ ଯୋଗୁ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଭୂକମ୍ପ ଅନୁଭବ କରିବା ପରେ ଭୟରେ ଲୋକମାନେ ନିଜ ଘରୁ ବାହାରି ରାସ୍ତାରେ ବାହାରିଥିଲେ।
ନିକଟରେ ଦିଲ୍ଲୀ-ଏନସିଆର, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ ଏବଂ ରାଜସ୍ଥାନରେ ମଧ୍ୟ ଭୂକମ୍ପରେ କମ୍ପନ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri