ବୈଷ୍ଣୋଦେବୀ ମନ୍ଦିରର ୮ପୂଜାରୀ କରୋନା ପଜିଟିଭ୍‌

କଟରା,୧୩।୮: କରୋନା ଲକ୍‌ଡାଉନ ଯୋଗୁ ବନ୍ଦ ହୋଇପଡ଼ିଥିବା ବୈଷ୍ଣୋଦେବୀ ଯାତ୍ରା ଆରମ୍ଭ କରିବାକୁ ଜମ୍ମୁ-କଶ୍ମୀର ପ୍ରଶାସନ ନିଷ୍ପତ୍ତି ନେଇଛି। କିନ୍ତୁ ଯାତ୍ରା ଆରମ୍ଭ ହେବା ପୂର୍ବରୁ ଏଠାରେ କରୋନା ପହଞ୍ଚିଯାଇଛି। ଗୁରୁବାର ମା’ ବୈଷ୍ଣୋଦେବୀ ଭବନର ୮ଜଣ ପୂଜାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ସେମାନଙ୍କୁ କୋଭିଡ ହସ୍ପିଟାଲର ଆଇସୋଲେଶନ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ଏହାକୁ ମିଶାଇ ଏଠାରେ ମୋଟ ୧୨ ଜଣ କରୋନାରେ ପୀଡ଼ିତ ହୋଇଥିବା ସୂଚନା ରହିଛି। ଏଭଳି ସ୍ଥିତିରେ ବୈଷ୍ଣୋଦେବୀଙ୍କ ଯାତ୍ରା ଉପରେ ଏବେ ସନ୍ଦେହ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ନିକଟରେ କୋଭିଡର ସମସ୍ତ ପ୍ରଟୋକଲ୍‌କୁ ପାଳନ କରି ବୈଷ୍ଣାଦେବୀ ଯାତ୍ରା ଆରମ୍ଭ ପାଇଁ ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାନ ଅଭିମାନ ଶେଷ: ରାଜସ୍ଥାନରୁ ଉଭେଇଲା ରାଜନୈତିକ ଝଡ଼

ଜୟପୁର, ୧୨।୮: ଗତ କିିଛି ଦିନ ଧରି କଂଗ୍ରେସ ଶାସିତ ରାଜସ୍ଥାନ ସରକାରଙ୍କ ଘର କଳିର ଅନ୍ତ ଘଟିଛି। ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ...

ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୨।୬: ଜମ୍ମୁ-କାଶ୍ମୀରର ଶୋପିଆନ ଜିଲାରୁ ଜଣେ ଲଶ୍କର ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀ ଜଣକ ଜାକିର ଅହମ୍ମଦ ଖାନ। ତାଙ୍କ ନିକଟରୁ ବନ୍ଧୁକ ଏବଂ ଅନ୍ୟାନ୍ୟ...

କରୋନା ପାଇଁ ପ୍ରଥମ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ: ଘୋଷଣା କରିବ ପତଞ୍ଜଳି

ନୂଆଦିଲ୍ଲୀ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ମହାମାରୀ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଏହାର ଚିକିତ୍ସା ବା ମୁକାବିଲା ଲାଗି ସମସ୍ତ ଦେଶ ନିଜ...

ନାବାଳିକାଙ୍କ ହାତ ଧରିବା, ନିଜ ଜିପ୍‌ ଖୋଲିବା ଯୌନ ଅପରାଧ ନୁହେଁ: ବମ୍ବେ ହାଇକୋର୍ଟ

ନାଗପୁର,୨୯।୧: ଜଣେ ନାବାଳିକାଙ୍କ ହାତ ଧରିବା ଓ ନିଜ ପ୍ୟାଣ୍ଟ୍‌ର ଜିପ୍‌ ଖୋଲିବା ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍ସୋ) ଆଇନ ଅନୁଯାୟୀ ଯୌନ ଅପରାଧ...

ଗତ ୨୪ ଘଣ୍ଟାରେ ଆମେରିକାରେ କରୋନା ମୃତ୍ୟୁସଂଖ୍ୟା ୨,୬୦୦

ଓ୍ବାଶିଂଟନ,୧୬।୪: ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ବୁଧବାର ଆମେରିକାରେ ସର୍ବାଧିକ ୨,୬୦୦ ଲୋକଙ୍କ ମୃତ୍ୟୁ ହୋଇଛି। ତେବେ କରୋନା ସଂକ୍ରମଣରେ କୌଣସି ଦେଶରେ ୧୪...

ମହିଳାଙ୍କୁ ଗଣବଳାତ୍କାର, ସିଗାରେଟ ଚେଙ୍କ

ମୁମ୍ବାଇ,୫।୧୨ : ମୁମ୍ବାଇରେ ଜଣେ ୪୨ ବର୍ଷୀୟ ମହିଳାଙ୍କୁ ୩ ଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ଗଣବଳାତ୍କାର କରିଛନ୍ତି। ସେମାନେ ପୀଡ଼ିତାଙ୍କୁ ଧାରୁଆ ଅସ୍ତ୍ରରେ...

୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧୦,୩୮୬

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ହେଲେ ଆଉ ଏକ ଖୁସି ଖବର ହେଉଛି ଯେ ଗତ ୨୪ ଘଣ୍ଟା...

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ମୁମ୍ବାଇ,୨୭।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ଦେତା ଅଜିତ ପାଓ୍ବାର...

Advertisement
Archives

Model This Week