Posted inଜାତୀୟ

ଜମ୍ମୁ-କଶ୍ମୀରରେ ବାଜିପାରେ ନିର୍ବାଚନୀ ବିଗୁଲ୍‌

ଶ୍ରୀନଗର,୫।୫: ଜମ୍ମୁ-କଶ୍ମୀର ପରିସୀମା ନିର୍ଦ୍ଧାରଣ ଆୟୋଗ ( Delimitation Commission) କାର୍ଯ୍ୟକାଳ ଶେଷ ହେବାର ଗୋଟିଏ ଦିନ ପୂର୍ବରୁ ବିଧାନସଭା ଆସନଗୁଡ଼ିକର ପୁନଃନିର୍ଦ୍ଧାରଣ ଉପରେ ଚୂଡ଼ାନ୍ତ ରିପୋର୍ଟ ଗୁରୁବାର ପ୍ରକାଶ କରିଛନ୍ତି। ଫଳରେ ଖୁବ ଶୀଘ୍ର ଜମ୍ମୁ-କଶ୍ମୀରରେ ନିର୍ବାଚନ ବିଗୁଲ ମଧ୍ୟ ବାଜିପାରେ।
ବିଧାନସଭା ଆସନ ଗୁଡ଼ିକର ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ପୂରା ହେବା ପରେ ଜମ୍ମୁ-କଶ୍ମୀରରେ ମୋଟ ୭ଟି ବିଧାନସଭା ଆସନ ବଢ଼ିଯିବ। ରିପୋର୍ଟ ମୁତାବକ, ଜମ୍ମୁ ରିଜନରେ ୬ ଓ କଶ୍ମୀରରେ ଗୋଟିଏ ଆସନ ବଢ଼ିବ। ଜମ୍ମୁ-କଶ୍ମୀରରେ ମୋଟ ୯୦ଟି ବିଧାନସଭା ଆସନ ହେବ। ଏଥିରେ କଶ୍ମୀର ଡିଭିଜନରେ ୪୭ ଓ ଜମ୍ମୁ ଡିଭିଜନ ୪୩ ହେବ। ଏହା ବ୍ୟତୀତ ୯ଟି ଆସନ ଅନୁସୂଚିତ ଜନଜାତି ଓ ୦୭ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ହେବ। ଏହା ବ୍ୟତୀତ ଲୋକ ସଭାର ୫ଟି ଆସନ ହେବ।
ସୂଚନାଯୋଗ୍ୟ, ଜୁନ ୨୦୧୮ ଠାରୁ ଜମ୍ମୁ-କଶ୍ମୀରରେ କୌଣସି ନିର୍ବାଚିତ ସରକାର ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri