Posted inଜାତୀୟ

ଜମ୍ମୁ-କଶ୍ମୀର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫ ।୨: ଶ୍ରୀନଗର ସହରର ଜକୁରା ଅଞ୍ଚଳରେ ଶନିବାର ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତ ଆତଙ୍କବାଦୀ ଲସ୍କର-ଇ-ତୋଏବା ଓ ଟିଆରଏଫର ସଦସ୍ୟ ବୋଲି ଜଣାପଡିଛି । ଏମାନଙ୍କ ନିକଟରୁ ତଲାସି ବେଳେ ପୋଲିସ ୨ଟି ପିସ୍ତଲ ଓ ଆଉ କିଛି ଆପତ୍ତିଜନକ ସାମଗ୍ରୀ ଜବତ କରିଛି । ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣଙ୍କର ପରିଚୟ ମିଳିଛି । ତାଙ୍କ ନାଁ ହେଉଛି ଇଖଲାକ ହାଜମ । ସେ ଅନନ୍ତନାଗ ହସନପୋରାରେ ଏଚ ସି ଅଲି ମୋହମ୍ମଦଙ୍କ ହତ୍ୟା ଘଟଣାରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁଛି ସମ୍ପର୍କ

ନୂଆଦିଲ୍ଲୀ/ଇସ୍‌ଲାମବାଦ,୧ା୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିପକ୍ଷ ଇମ୍ରାନ ଖାନଙ୍କୁ ମାର୍ଚ୍ଚ ୨୨ରେ ଚିଠି ଲେଖି ପାକିସ୍ତାନ ଦିବସର ଶୁଭକାମନା ଜଣାଇବା ସହ କରୋନାରୁ ଶୀଘ୍ର...

‘ସଂସଦରେ ମହିଳାଙ୍କ ପ୍ରତିନିଧିତ୍ୱ ଆଶାନୁରୂପ ନୁହେଁ’

ନୂଆଦିଲ୍ଲୀ,୨୭।୩: ରାଷ୍ଟ୍ରର ଇତିହାସ ଓ ଭାଗ୍ୟ ‘୩ପି’ ଦ୍ୱାରା ନିର୍ଦ୍ଧାରିତ ହୋଇଥାଏ। ତାହା ହେଲା ନିୟମାବଳୀ, ଜନତା ଓ ସଂସଦ (ପ୍ରିନ୍ସିପଲ୍‌, ପିପୁଲ୍‌, ପାର୍ଲାମେଣ୍ଟ) ବୋଲି...

କମିଲା ମଦ ପିଇବାର ବୟସ ସୀମା

ନୂଆଦିଲ୍ଲୀ,୨୨।୩ :  ଦେଶର ରାଜଧାନୀରେ ମଦ ପିଇବା ପାଇଁ ପୂର୍ବରୁ ଧାର୍ଯ୍ୟ ବୟସ ସୀମାକୁ ହ୍ରାସ କରାଯାଇଛି। ପୂର୍ବରୁ ଦିଲ୍ଲୀରେ ମଦ ପିଇବା ପାଇଁ ଆଇନଗତ...

ଉତ୍ତରପ୍ରଦେଶ-ବିହାର: ୭୦ ବର୍ଷର ସୀମା ବିବାଦ; ଫସଲ ଅମଳ ବେଳେ ଗର୍ଜୁଛି ବନ୍ଧୁକ

ପାଟନା/ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶ-ବିହାର ସୀମାରେ ଥିବା ବଲିଆ ଜିଲାରେ ଦୀର୍ଘ ୭୦ ବର୍ଷ ଧରି ଲାଗି ରହିଛି ସୀମା ବିବାଦ। ଇତିମଧ୍ୟରେ କେତେ ସରକାର ଗଲେଣି କେତେ...

ମଣିପୁର ହିଂସା: ଅନ୍ତିମ ସଂସ୍କାର ଉପରେ ରୋକ୍‌ ଲଗାଇଲା ଆଇଟିଏଲଏଫ

ଇମ୍ଫାଲ,୩।୮: ମଣିପୁର ହିଂସାରେ ମୃତକଙ୍କ ମୃତଦେହକୁ ଗୁରୁବାର ସମାଧି ଦିଆଯାଇଥା’ନ୍ତା। କିନ୍ତୁ ଏହା ଉପରେ ରୋକ ଲଗାଇଛି ଇଣ୍ଡିଜିନିଅସ ଟ୍ରାଇବାଲ ଲିର୍ଡସ ଫୋରମ୍‌(ଆଇଟିଏଲଏଫ)। କେନ୍ଦ୍ର ଗୃହ...

ଘରକୁ ଘର ପହଞ୍ଚିବ ରାଶନ, ଗହମ ବଦଳରେ ମିଳିବ ଅଟା

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ‘ମୁଖ୍ୟମନ୍ତ୍ରୀ ଘରକୁ ଘର ରାଶନ ଯୋଜନା’ ଆରମ୍ଭ କରିବାକୁ ଯାଉଛନ୍ତି। ଦିଲ୍ଲୀ ସରକାରଙ୍କ କ୍ୟାବିନେଟରେ ମଙ୍ଗଳବାର ‘ମୁଖ୍ୟମନ୍ତ୍ରୀ ଘରକୁ ଘର ରାଶନ ଯୋଜନା’କୁ...

ଲକ୍‌ଡାଉନ: ଭାଜପା ନେତାଙ୍କ ଭିନ୍ନ ଧରଣର ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ନେଇ ଚିନ୍ତା ବଢୁଥିବା ବେଳେ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ଜାରି ରହିଛି। ଭାରତୀୟ...

ବିବାହ ବିନା ଜନ୍ମ ହୋଇଥିବା ପିଲାଙ୍କୁ ମିଳିପାରିବ ପୈତୃକ ସମ୍ପତ୍ତି: ଖୁବ୍‌ଶୀଘ୍ର ଆସିବ ରାୟ

ନୂଆଦିଲ୍ଲୀ,୧୮।୮: ସୁପ୍ରିମକୋର୍ଟ ଶୁକ୍ରବାର ୨୦୧୧ର ଏକ ଆବେଦନ ଉପରେ ନିଜର ରାୟକୁ ସୁରକ୍ଷିତ ରଖିଛନ୍ତି। ଏହି ଆବେଦନପତ୍ରରେ ଏକ ଆଇନଗତ ପ୍ରସଙ୍ଗ ଉଠିଥିଲା, ଯେଉଁଥିରେ କୁହାଯାଇଥିଲା...

Advertisement
Archives

Model This Week