Posted inଜାତୀୟ

ଜମ୍ମୁରେ ସୁରକ୍ଷା ବାହିନୀକୁ ବଡ ସଫଳତା

ଶ୍ରୀନଗର,୧୮।୮: ଉତ୍ତର କଶ୍ମୀରର କୁପୱାଡାରେ ସୁରକ୍ଷା ବାହିନୀକୁ ବଡ ସଫଳତା ମିଳିଛି। ଏଠାରେ ସର୍ଚ୍ଚ ଅପରେଶନ ବେଳେ ସୁରକ୍ଷା ବାହିନୀ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ଗୁପ୍ତଚର ଏଜେନ୍ସିରୁ ପ୍ରାପ୍ତ ଇନପୁଟ ଉପରେ କାର୍ଯ୍ୟ କରି ସେନା, ବିଏସଏଫ୍‌ ଏବଂ ପୋଲିସର ମିଳିତ ଟିମ କୁପୱାଡାର ମାଛିଲ ସେକ୍ଟରରେ ୧୫ରୁ ୧୮ଅଗଷ୍ଟ ମଧ୍ୟରେ ଏକ ବ୍ୟାପକ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ।

ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ୫ଟି ଏକେ ରାଇଫଲ, ସାତୋଟି ପିସ୍ତଲ, ଚାରିଟି ହ୍ୟାଣ୍ଡ ଗ୍ରେନେଡ ଏବଂ ଅନ୍ୟାନ୍ୟ ଅପରାଧ ସାମଗ୍ରୀ ରହିଛି। ସୁରକ୍ଷା ବାହିନୀ ଏହାର ଆଖପାଖ ଅଞ୍ଚଳକୁ ଘେରି ରହିଛନ୍ତି। ଏଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri