Posted inଜାତୀୟ

ନୌସେରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ଆତଙ୍କବାଦୀ ନିହତ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ରାଜୌରୀରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ନୌସେରା ସେକ୍ଟରର ଏଲ୍‌ଓସି ନିକଟରେ କେତେକ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ। ସେମାନଙ୍କ ଉଦ୍ୟମକୁ ସୁରକ୍ଷାକର୍ମୀ ବିଫଳ କରିଛନ୍ତି। ଏଥିସହ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଜଣ ଆତଙ୍କବବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟପଟେ ଆଉ କେତେକ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା; ଜୀବନ ହାରିଲେ ଛାତ୍ରୀ, ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠିକୁ ନେଇ ଚର୍ଚ୍ଚା

ନାଗପୁର, ୫।୬(ପି.ଟି.): ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ଗତ ମେ ୩ ତାରିଖରେ ଅନୁଷ୍ଠିତ ଏନ୍‌ଇଇଟି(ୟୁଜି) ପରୀକ୍ଷା ଦେଇଥିଲେ। ଆଶା ଥିଲା ଭଲ ର଼୍ୟାଙ୍କ…

ଆସିଲା ସାଂଘାତିକ ରିପୋର୍ଟ: ଏହି କାରଣରୁ ୧୫ ଲକ୍ଷ ଶିଶୁଙ୍କ ଘଟୁଛି ମୃତ୍ୟୁ

ଜେନେଭା, ୫ା୬:ଅପମିଶ୍ରିତ ଏବଂ ଦୂଷିତ ଖାଦ୍ୟ ଗ୍ରହଣ କରିବା ଦ୍ୱାରା ସାରା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୧୫ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। ଏହି ସାଙ୍ଘାତିକ ସ୍ଥିତିରେ…

ଏହିସବୁ ଜିଲା-ଉପଖଣ୍ଡର ବଦଳିବ ନାଁ: ଜାଣନ୍ତୁ ଲିଷ୍ଟ୍‌ରେ ଅଛି କେଉଁ ସ୍ଥାନ

ଭୁବନେଶ୍ୱର,୫।୬(ରବିନାରାୟଣ ଜେନା):ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍‌, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ…

ଦିଲ୍ଲୀ ୟୁନିଭର୍ସିଟି ପ୍ରଫେସରଙ୍କୁ ହତ୍ୟା, ବାହାର ପଟୁ ତାଲା ଦେଇ….

ନୂଆଦିଲ୍ଲୀ,୫।୬:  ଦିଲ୍ଲୀ ୟୁନିଭର୍ସିଟିର ଜଣେ ପ୍ରଫେସରଙ୍କୁ ସେ ରହୁଥିବା ଏକ ଫ୍ଳାଟ୍‌ରେ ହତ୍ୟା କରାଯାଇଛି । ଦିଲ୍ଲୀ ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା…

ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….

ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri