Posted inଜାତୀୟ

୧୮ ଘଣ୍ଟାର ଏନ୍‌କାଉଣ୍ଟର ଶେଷ: ଟଳିିପଡ଼ିଲେ ୬ ଆତଙ୍କବାଦୀ

ଶ୍ରୀନଗର,୧୭ା୧୧: ଜମ୍ମୁ-କଶ୍ମୀରର କୁଲ୍‌ଗାମ ଜିଲାରେ ଗୁରୁବାର ରାତିରୁ ଚାଲିଥିବା ଏନ୍‌କାଉଣ୍ଟର ଦୀର୍ଘ ୧୮ ଘଣ୍ଟା ପରେ ଶେଷ ହୋଇଛି। ଏନ୍‌କାଉଣ୍ଟରରେ ଲଶ୍କର-ଇ-ତୋଇବାର ୫ ଆତଙ୍କବାଦୀ ନିହତ ହୋଇଥିବା କଶ୍ମୀର ଜୋନ୍‌ର ପୋଲିସ ଆଇଜି ଭି.କେ. ବିର୍ଡି କହିଛନ୍ତିି।

ଡ୍ରୋନ୍‌ ସହାୟତାରେ ଆତଙ୍କବାଦୀଙ୍କ ମୃତଦେହ ଚିହ୍ନଟ କରାଯାଇଛି। କୁଲ୍‌ଗାମର ନେହାମା ଗ୍ରାମ ନିକଟରେ ଆତଙ୍କବାଦୀମାନେ ଆତ୍ମଗୋପନ କରିଥିବା ଗୋଇନ୍ଦା ସୂଚନା ପାଇବା ପରେ ସୁରକ୍ଷା ବଳ ଗୁରୁବାରଠାରୁ ଉକ୍ତ ଅଞ୍ଚଳକୁ ଚାରିପଟୁ ଘେରି ତଲାସି ଅଭିଯାନ ଆରମ୍ଭ କରିଥିଲେ। ସେତିକିବେଳେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ପରେ ଯବାନ ଏହାର ଉଚିତ ଜବାବ ଦେଇଥିଲେ।

ଜମ୍ମୁ-କଶ୍ମୀରର ରାଜୌରୀରେ ଶୁକ୍ରବାର ଅନ୍ୟ ଏକ ଏନ୍‌କାଉଣ୍ଟରରେ  ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଗୋଇନ୍ଦା ସୂଚନା ଆଧାରରେ ପୋଲିସ, ସେନା ଏବଂ ସିଆର୍‌ପିଏଫ୍‌ ଯବାନଙ୍କ ଏକ ମିଳିତ ଟିମ୍‌ ବେହରୋଟ୍‌ ଅଞ୍ଚଳରେ ତଲାସି ଅଭିଯାନ ଆରମ୍ଭ କରିଥିଲା। ଆତଙ୍କବାଦୀମାନେ ଏକ ଘରୁ ଯବାନଙ୍କ ଉପରକୁ ଗୁଳି ଚଳାଇବାରୁ ସୁରକ୍ଷା ବଳ ଏହାର ଜବାବ ଦେଇଥିଲେ ବୋଲି ପୋଲିସର ଜଣେ ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ବିଜୟଙ୍କୁ ନେଇ ବଡ଼ ବୟାନ ଦେଲା କଂଗ୍ରେସ, ଜାତୀୟ ରାଜନୀତିରେ ହଇଚଇ

ଚେନ୍ନାଇ,୮।୫: ଶୁକ୍ରବାର ତାମିଲନାଡୁର ରାଜନୈତିକ ଘଟଣାକ୍ରମ ସମ୍ପର୍କରେ କଂଗ୍ରେସ ଦଳକୁ କଟାକ୍ଷ କରି ଭାରତୀୟ ଜନତା ପାର୍ଟି (ଭାଜପା)ର ସାଧାରଣ ସମ୍ପାଦକ (ସଂଗଠନ) ବି.ଏଲ. ସନ୍ତୋଷ ମନ୍ତବ୍ୟ…

ଜଣାପଡିଲା କିଏ ହେବେ ମୁଖ୍ୟମନ୍ତ୍ରୀ! ପଶ୍ଚିମବଙ୍ଗରେ ପହଞ୍ଚିବା ପରେ ଶାହାଙ୍କ ଏହି ସଙ୍କେତକୁ ନେଇ ହଇଚଇ

କୋଲକାତା,୮।୫: ଆଜି ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ବିଧାୟକ ଦଳ ବୈଠକ ହେବାକୁ ଯାଉଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ବଙ୍ଗଳା ପାଇଁ ଭାଜପାର ପର୍ଯ୍ୟବେକ୍ଷକ ନିଯୁକ୍ତ…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ…

ବିଜୟଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ଚୂରମାର୍‌! ବଡ଼ ଚାଲ୍‌ ଖେଳିଲେ ଷ୍ଟାଲିନଙ୍କ ପୁଅ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତି ଏପରି ଏକ ମୋଡ଼ରେ ପହଞ୍ଚିଛି, ଯେଉଁଠାରେ ପ୍ରତି ଘଣ୍ଟାରେ କ୍ଷମତା ଗତିଶୀଳତା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। ଅଭିନେତାରୁ ରାଜନେତା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri