Posted inଜାତୀୟ

ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୩୧।୫: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ଆତଙ୍କବାଦୀମାନେ କୁଲଗାମର ଗୋପାଳପୁରରେ ଜଣେ ଶିକ୍ଷୟିତ୍ରୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ଏହି ଘଟଣା ପରେ ସୁରକ୍ଷା ବାହିନୀ ଦ୍ୱାରା ସମଗ୍ର ଅଞ୍ଚଳକୁ କର୍ଡନ କରିବା ପାଇଁ ସର୍ଚ୍ଚ ଅପରେଶନ ଚାଲିଛି।
କଶ୍ମୀର ପୋଲିସ ଟୁଇଟ କରି କହିଛି ଯେ, କୁଲଗାମର ଗୋପାଳପୁର ଅଞ୍ଚଳରେ ଆତଙ୍କବାଦୀମାନେ ଜଣେ ଶିକ୍ଷୟିତ୍ରୀଙ୍କ ଉପରକୁ ଗୁଳି ଚଳାଇଥିଲେ। ତାଙ୍କ ନାମ ରଜନି। ସେ ସାମ୍ବା ନିବାସୀ ଥିଲେ ଏବଂ ତାଙ୍କ ସ୍ବାମୀଙ୍କ ନାମ ରାଜକୁମାର। ଏହି ଜଘନ୍ୟ ଅପରାଧରେ ସମ୍ପୃକ୍ତ ଥିବା ସମସ୍ତ ଆତଙ୍କବାଦୀଙ୍କୁ ଶୀଘ୍ର ଚିହ୍ନଟ କରାଯିବ ବୋଲି ପୋଲିସ କହିଛି।
ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ବଡ଼ଗାମରେ କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ରାହୁଲ ଜଣେ ସରକାରୀ କର୍ମଚାରୀ ଥିତ୍ଲେ। ଏହାସହ ପୋଲିସକର୍ମୀ ରିୟାଜ୍‌ ଅହମ୍ମଦ ଠାକୋର ଏବଂ ଟିଭି ଅଭିନେତ୍ରୀ ଅମରିନ୍‌ ଭଟ୍ଟଙ୍କୁ ଗୁଳି ମାରି ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri