Posted inଜାତୀୟ

ଜମ୍ମୁ-କଶ୍ମୀର ପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କଲେ ଉପରାଜ୍ୟପାଳ

ଜମ୍ମୁ,୧୯ ।୯: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଶନିବାର ରାଜ୍ୟପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ଏବେ ଜମ୍ମୁ-କଶ୍ମୀରରେ ବ୍ୟବସାୟୀମାନେ ଆର୍ଥିକ ସଙ୍କଟର ସାମ୍ନା କରୁଥିବା ବେଳେ ଏହି ପ୍ୟାକେଜ ଘୋଷଣା କରି ଉପରାଜ୍ୟପାଳ ଖୁସି ବ୍ୟକ୍ତ କରିଛନ୍ତି । ଏହାଦ୍ୱାରା ବ୍ୟବସାୟୀମାନେ ଲାଭାବାନ ହେବା ସହ ଆତ୍ମନିର୍ଭର ଭାରତ ପାଇଁ ମଧ୍ୟ ଏହା ସହାୟକ ହେବ । ଏହାସହ ଉପରାଜ୍ୟପାଳ ବିଜୁଳି ଓ ପାଣି ବିଲ୍ ଉପରେ ଏକ ବର୍ଷ ପାଇଁ ୫୦ ପ୍ରତିଶତ ରିହାତି ଘୋଷଣା କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ୬ମାସ ପାଇଁ ବିନା କୌଣସି ସର୍ତ୍ତରେ ବ୍ୟବସାୟୀ ସମୁଦାୟର ପ୍ରତ୍ୟେକ ଋଣ ଗ୍ରହିତାଙ୍କୁ ୫ ପ୍ରତିଶତ ସୁଧ ଦେବାକୁ ନିଷ୍ପତ୍ତି ନିଆଯାଇଥିବା ଉପରାଜ୍ୟପାଳ ପ୍ରକାଶ କରିଛନ୍ତି । ଏହାଦ୍ୱାରା ବ୍ୟବସାୟୀଙ୍କୁ ଆଶ୍ୱସନା ବିଳିବା ସହ ରୋଜଗାର ସୃଷ୍ଟି ହେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?