Posted inଜାତୀୟ

ବାରାମୁଳାରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଜଣେ ଆତଙ୍କବାଦୀ ନିହତ, ଲାହୋର ସହ ଥିଲା ସମ୍ପର୍କ

ଜମ୍ମୁ,୭ ।୬: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ବାରାମୁଳା ଜିଲାର ସୋପୋରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଇଜିପି କଶ୍ମୀର ବିଜୟ କୁମାର କହିଛନ୍ତି, ନିହତ ହୋଇଥିବା ଲସ୍କର-ଇ-ତୋଏବାର ଆତଙ୍କବାଦୀଙ୍କ ନିକଟରୁ ଯେଉଁ ଡକ୍ୟୁମେଣ୍ଟ ଜବତ କରାଯାଇଛି ସେଥିରୁ ଜଣାପଡିଛି କି ସେ ଲାହୋରର ହନଜଲାର ବାସନ୍ଦା । ସେ କହିଛନ୍ତି ନିହତ ଆତଙ୍କବଦୀଙ୍କ ନିକଟରୁ ଏକେ ୪୭, ୫ ମାଗାଜିନ ଓ ଗୋଳାବାରୁଦ ଜବତ କରାଯାଇଛି । ତେବେ ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ହେବା ସମୟରେ ଜଣେ ଆତଙ୍କବାଦୀ ଖସି ଯିବାରେ ସକ୍ଷମ ହୋଇଛନ୍ତି । ତେଣୁ ଏବେବି ସର୍ଚ୍ଚ ଅପରେଶନ ଜାରି ରହିଛି ।

ପୋଲିସ ଅଧିକାରୀ କହିଛନ୍ତି, ସୋପୋରର ଜାଲୁଅ ଅଞ୍ଚଳରେ ପାନିପୋରା ଜଙ୍ଗଲରେ ଆତଙ୍କବାଦୀମାନେ ଲଚି ରହିଥିବା ଖବର ମିଳିବା ପରେ ଉକ୍ତ ଅଞ୍ଚଳକୁ ଘେଣାବନ୍ଦି କରି ସେଠାରେ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା । ଘଟଣାସ୍ଥଳରେ ଥିବା ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀ ଏହାର କଡା ଜବାବ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri