Posted inଜାତୀୟ

‘ଆତଙ୍କବାଦୀ ସବୁ କଶ୍ମୀର ପଣ୍ଡିତଙ୍କୁ ମାରିଦେବେ’

ଶ୍ରୀନଗର,୧୬।୧୦: କଶ୍ମୀରୀ ପଣ୍ଡିତ ପୁରନ କୃଷ୍ଣ ଭଟ୍ଟଙ୍କୁ ଶନିବାର ଶୋପିୟାନ୍‌ରେ ହତ୍ୟା କରାଯାଇଥିଲା। ଏହି ଘଟଣା ପୁଣି ଥରେ ସମଗ୍ର ଦେଶକୁ ଥରାଇ ଦେଇଛି। ପୁରନଙ୍କ ହତ୍ୟା ହେବାର କିଛି ଘଣ୍ଟା ପରେ ଆତଙ୍କବାଦୀ ସଂଗଠନ କଶ୍ମୀର ଫ୍ରିଡମ ଫାଇଟର୍ସ (କେଏଫଏଫ) ଏହି ଆକ୍ରମଣ ପାଇଁ ଦାୟୀ ବୋଲି ଦାବି କରିଛି। ଏହି ଘଟଣା ପରେ ସମଗ୍ର ଶୋପିଆନରେ ଭୟର ବାତାବରଣ ଦେଖାଦେଇଛି। ପୁରନଙ୍କ ଭଉଣୀ କହିଛନ୍ତି – ଘାଟିରେ କୌଣସି ହିନ୍ଦୁ ରହିବେ ନାହିଁ, ଆତଙ୍କବାଦୀମାନେ ସମସ୍ତ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା କରିବେ।
ଦକ୍ଷିଣ କଶ୍ମୀରର ଶୋପିଆନ ଜିଲାରୁ ମୃତଦେହ ଅଣାଯିବା ପରେ ତାଙ୍କ ପରିବାର ତାଙ୍କୁ ଜମ୍ମୁରେ ଶବଦାହ କରିଛନ୍ତି। ପୁରନଙ୍କ ସ୍ତ୍ରୀ, ଗୋଟିଏ ଝିଅ ଏବଂ ଗୋଟିଏ ପୁଅ ଅଛନ୍ତି। ପୁରନ ସେଓ ବଗିଚା ତଦାରଖ ପାଇଁ ଶୋପିଆନ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri