Posted inଜାତୀୟ

ରାଜୌରୀରେ ଆଉ ଜଣେ ଯବାନ ଶହୀଦ, ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩।୧୧: ଜମ୍ମୁ-କଶ୍ମୀରର ରାଜୌରୀରେ ସୁରକ୍ଷାବଳ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଏହାକୁ ମିଶାଇ ଏବେ ପର୍ଯ୍ୟନ୍ତ ୩ ଜଣ ଯବାନ ଶହୀଦ ହୋଇସାରିଛନ୍ତି। ସେହିପରି ଗୁରୁବାର ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମର୍ଶାଲର ବାଜିମାଲ ଅଞ୍ଚଳରେ ଆଜି ସକାଳୁ ଗୁଳିବିନିମୟ ଆରମ୍ଭ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri