ସୁରକ୍ଷା ବାହିନୀ-ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧୦।୧୦: ଶୋପିଆନ୍‌ର ଆଲିସିପୋରା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ଜଣାଯାଇଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ କଶ୍ମୀର ପୋଲିସ ଏହି ସୂଚନା ଦେଇଛି।
ପୋଲିସର ସୂଚନାନୁସାରେ, ନିହତ ହୋଇଥିବା ଆତଙ୍କବାଦୀ ହେଲେ ମୋରିଫତ ମକବୁଲ ଏବଂ ଆତଙ୍କବାଦୀ ସଂଗଠନ ଲଶ୍କରର ଜଜିମ ଫାରୁକ ଓରଫ ଅବରାର କଶ୍ମୀରୀ ପଣ୍ଡିତ ସଞ୍ଜୟ ଶର୍ମାଙ୍କ ହତ୍ୟାରେ ଆତଙ୍କବାଦୀ ଅବରାର ସମ୍ପୃକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍‌ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ

ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍‌ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ଗୋଲ୍ଡ କାର୍ଡ ଲଞ୍ଚ୍‌କଲେ ଟ୍ରମ୍ପ୍‌: ଜାଣନ୍ତୁ…

ଓ୍ବାଶିଂଟନ୍‌,୧୧ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ୧ ନିୟୁତ ଡଲାର ମୂଲ୍ୟର ‘ଟ୍ରମ୍ପ୍‌ ଗୋଲ୍ଡ କାର୍ଡ’ ଲଞ୍ଚ୍‌ କରିଛନ୍ତି। ଏହି ଭିଜା କାର୍ଯ୍ୟକ୍ରମ ଆପ୍ରବାସୀଙ୍କୁ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri