Posted inଖେଳ

ବେଙ୍ଗାଲୁରୁକୁ ହରାଇ ଜାମସେଦପୁର ୬ଷ୍ଠ

ଭାସ୍କୋ, ୨୬।୨-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଗୁରୁବାର ଅନୁଷ୍ଠିତ ଲିଗ୍‌ ମ୍ୟାଚରେ ବେଙ୍ଗାଲୁରୁ ଏଫ୍‌ସିକୁ ୩-୨ ଗୋଲରେ ହରାଇ ଜାମସେଦପୁର ଏଫ୍‌ସି ୬ଷ୍ଠ ସ୍ଥାନ ଅଧିକାର କରିଛି। ଉଭୟ ଦଳପାଇଁ ଏହାଥିଲା ଚଳିତ ସିଜନର ଶେଷ ଲିଗ୍‌ ମ୍ୟାଚ। ଜାମସେଦପୁର ୨୦ ମ୍ୟାଚ ଖେଳି ୭ ବିଜୟ, ୬ ଡ୍ର ଓ ୭ ପରାଜୟ ସହ ୨୭ ପଏଣ୍ଟ ପାଇ ଅଭିଯାନ ଶେଷ କରିଛି। ବେଙ୍ଗାଲୁରୁ ୨୦ ମ୍ୟାଚରୁ ୫ ବିଜୟ, ୭ ଡ୍ର ଓ ୮ ପରାଜୟ ସହିତ ୨୨ ପଏଣ୍ଟ ପାଇ ୭ମ ସ୍ଥାନ ଅଧିକାର କରିଛି। ଗୁରୁବାର ମ୍ୟାଚରେ ଜାମସେଦପୁର ପକ୍ଷରୁ ଷ୍ଟିଫେନ୍‌ ଏଜେ, ଲେନ୍‌ କୁକି ଓ ଡେଭିଡ ଗ୍ରାଣ୍ଡେ ଏବଂ ବେଙ୍ଗାଲୁରୁର ଫ୍ରାନ୍‌ ଗ୍ଲେଜ ଓ ଅଧିନାୟି ସୁନୀଲ ଛେତ୍ରୀ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ବିଜୟୀ ଦଳର ଇଟର ମୋନରେ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ।

୧୯ଟି ମ୍ୟାଚ ଖେଳିଥିବା ଏଟିକେ ମୋହନବାଗାନ ୧୨ ବିଜୟ ସହ ୪୦, ମୁମ୍ବାଇ ସିଟି ଏଫ୍‌ସି ୧୧ ବିଜୟ ସହ ୩୭, ଏଫ୍‌ସି ଗୋଆ ଓ ନର୍ଥ ଇଷ୍ଟ ୟୁନାଇଟେଡ ୭ଟି ଲେଖାଏ ବିଜୟ ସହିତ ୩୦ ପଏଣ୍ଟରେ ରହି ପ୍ରଥମ ୪ ସ୍ଥାନ ଅଧିକାର କରିଛନ୍ତି। ୨୮ ପଏଣ୍ଟରେ ଥିବା ହାଇଦ୍ରାବାଦ ଏଫ୍‌ସିର ମଧ୍ୟ ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri