ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ କିନ୍ତୁ ଗୋଟିଏ ଦନ୍ତା ଫେରି ତାଣ୍ଡବ ରଚିଥିବା ଜଣାପଡିଛି l ଆଜି ସକାଳେ ସାଲେଇଡିହି ଗ୍ରାମରେ ଜମୁନା ମାହାନ୍ତ (୬୦) ବର୍ଷୀୟା ବୃଦ୍ଧା ଶୌଚ ପାଇଁ ଯାଇଥିବାବେଳେ ହଠାତ ହାତୀ ସାମ୍ନାରେ ପଡିଯାଇଥିଲେ। ବୃଦ୍ଧାକୁ ଗୋଡା଼ଇ ଗୋଡା଼ଇ କଚାଡି ପରେ ଦଳିଦେଇଥିଲା ସତେ ଯେମିତି ପୂର୍ବରୁ ଶତ୍ରୁତା ଥିଲା। ଏ ଘଟଣା ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ବନବିଭାଗ ପହଞ୍ଚିଛି। ହାତୀକୁ ପୁଣି କେମିତି ଘଉଡ଼ାଇ ହେବ ସେଥିପାଇଁ ଏକ ଟିମ ଗଠନ କରାଯାଇଛି l ଶବ ଉଦ୍ଧାର ପରେ ବ୍ୟବଚ୍ଛେଦ ନିମନ୍ତେ ପଠାଇବାକୁ ପ୍ରଚେଷ୍ଟା ଚାଲିଛି l ମୃତା ବୃଦ୍ଧାଙ୍କ ପରିବାରକୁ ବନବିଭାଗ ପକ୍ଷରୁ କ୍ଷତିପୂରଣ ଓ ତୁରନ୍ତ ହାତୀ ଘଉଡାଇବା ପାଇଁ ଦାବି ହୋଇଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?