୧୮ ଅଭିଯୋଗ ଶୁଣିଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ କୁଶପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ବ୍ଲକ୍‌ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେ, ଅତିରିକ୍ତ ବିଡିଓ ଉମେଶ ସେଠୀ, ସରପଞ୍ଚ ବନିତା କୁମାରୀ ସେଠୀ ପ୍ରମୁଖ ମଞ୍ଚାସିନ ଥିଲେ। ଗ୍ରାମ ପଞ୍ଚାୟତ ଅଧିକାରୀ ରୋଜାଲିନ୍‌ ଦଳାଇଙ୍କ ସଂଯୋଜନାରେ ବ୍ଲକ୍‌ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ, ମାର୍କେଟିଂ ଇନ୍‌ସପେକ୍ଟର ବ୍ରଜେଶ୍ୱର ରୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଭାସିନୀ ଶବର, ଏଡିଓ କାହ୍ନୁଚରଣ ମହାଙ୍କୁଡ, ରାଜସ୍ବ ନୀରିକ୍ଷକ ଉପେନ୍ଦ୍ର ବେହେରା, ରାଜସ୍ବ ସୁପ୍ରଭାଇଜର ତିଳୋତ୍ତମା ଦୋରା, ଡ୍ରେନେଜ ବିଭାଗ ସହକାରୀ ଯନ୍ତ୍ରୀ ଇଂ.ଭଗବାନ ରଥ, ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ମଧୁସ୍ମିତା ପଣ୍ଡା, ସରପଞ୍ଚ ପ୍ରତିନିଧି ବିପ୍ରଚରଣ ସେଠୀ, ବ୍ଲକ କୃଷି ଅଧିକାରୀ କଲ୍ୟାଣୀ ରାଉତ, ସମବାୟ ସମ୍ପାଦକ ଏସ. ଗାନ୍ଧୀ ଦୋରା, ସମିତି ସଭ୍ୟ ଏସ . ରୀନା ଦୋରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri