୧୮ ଅଭିଯୋଗ ଶୁଣିଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ କୁଶପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ବ୍ଲକ୍‌ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେ, ଅତିରିକ୍ତ ବିଡିଓ ଉମେଶ ସେଠୀ, ସରପଞ୍ଚ ବନିତା କୁମାରୀ ସେଠୀ ପ୍ରମୁଖ ମଞ୍ଚାସିନ ଥିଲେ। ଗ୍ରାମ ପଞ୍ଚାୟତ ଅଧିକାରୀ ରୋଜାଲିନ୍‌ ଦଳାଇଙ୍କ ସଂଯୋଜନାରେ ବ୍ଲକ୍‌ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ, ମାର୍କେଟିଂ ଇନ୍‌ସପେକ୍ଟର ବ୍ରଜେଶ୍ୱର ରୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଭାସିନୀ ଶବର, ଏଡିଓ କାହ୍ନୁଚରଣ ମହାଙ୍କୁଡ, ରାଜସ୍ବ ନୀରିକ୍ଷକ ଉପେନ୍ଦ୍ର ବେହେରା, ରାଜସ୍ବ ସୁପ୍ରଭାଇଜର ତିଳୋତ୍ତମା ଦୋରା, ଡ୍ରେନେଜ ବିଭାଗ ସହକାରୀ ଯନ୍ତ୍ରୀ ଇଂ.ଭଗବାନ ରଥ, ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ମଧୁସ୍ମିତା ପଣ୍ଡା, ସରପଞ୍ଚ ପ୍ରତିନିଧି ବିପ୍ରଚରଣ ସେଠୀ, ବ୍ଲକ କୃଷି ଅଧିକାରୀ କଲ୍ୟାଣୀ ରାଉତ, ସମବାୟ ସମ୍ପାଦକ ଏସ. ଗାନ୍ଧୀ ଦୋରା, ସମିତି ସଭ୍ୟ ଏସ . ରୀନା ଦୋରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri