ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ପରିଚାଳନା ସମ୍ପର୍କିତ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଥିଲେ ଉଲ୍ଲେଖ ରହିଛି ପ୍ରଚଳିତ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି, ନିର୍ଦ୍ଧାରିତ ପରୀକ୍ଷାଗୁଡ଼ିକ ଜାରି ରହିବ। ଆବଶ୍ୟକତାନୁସାରେ, ପରୀକ୍ଷା ସମୟ ସକାଳରେ ପୁନଃନିର୍ଦ୍ଧାରଣ କରାଯାଇପାରେ। ପରୀକ୍ଷା ପରିଚାଳନା ସମୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ପ୍ରଥମ ପ୍ରାଥମ୍ୟ ଦେଇ, ସତର୍କତାମୂଳକ ପଦକ୍ଷେପ ଗ୍ରହଣ ସହିତ ଆବଶ୍ୟକୀୟ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri