ଜିଲାପାଳଙ୍କୁ ଭେଟିଲେ OASରେ ସଫଳତା ପାଇଥିବା ଜନକ, ଭବିଷ୍ୟତରେ ଆଇଏଏସ୍‌ ହେବାକୁ ଲକ୍ଷ୍ୟ

ଗଞ୍ଜାମ,୭।୧୦(ବିଦ୍ୟାଧର ସାହୁ ): ଓଡ଼ିଶା ପ୍ରଶାସନିକ ସେବା (ଓସିଏସ) ପରୀକ୍ଷାରେ ୩୨୭ ନମ୍ବର ରେଙ୍କ ରଖି ଉତ୍ତୀର୍ଣ୍ଣ ହୋଇଥିବା ଜନକ କୁମାର ତରାଇ ସୋମବାର ଜିଲାପାଳ ଭି କୀର୍ତ୍ତି ଭାସନଙ୍କୁ ଭେଟିଛନ୍ତି। ଏହି ଅବସରରେ ଜିଲପାାଳ ଜନକଙ୍କୁ ଏକ ମାନପତ୍ର ପ୍ରଦାନ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ଉନ୍ନତିକରଣ ସହ ସରକାରଙ୍କ ବିଭିନ୍ନ ସ୍କିମ ଜନସାଧାରଣଙ୍କୁ ଅବଗତ କରାଇବାକୁ ଜିଲାପାଳ ପରାମର୍ଶ ଦେଇଥିବା ଜନକ ଗଣମାଧ୍ୟମକୁ କହିଛନ୍ତି। ଜନକ ଭବିଷ୍ୟତରେ ଆଇଏଏସ୍‌ ହେବାକୁ ଲକ୍ଷ୍ୟ ରଖିଥିବା ସୂଚନା ଦେଇଛନ୍ତି । ଲୋକଙ୍କ ସେବା ଓ ଶିକ୍ଷିତ କରାଇବା, ଦୁର୍ନୀତିମୁକ୍ତ ସମାଜ ଗଠନ ଏବଂ ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବାକୁ ପ୍ରାଥମିକତା ଦେବେ ବୋଲି ଜନକ ନିଜ ପ୍ରତିକ୍ରିୟାରେ କହିଛନ୍ତି । ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପ୍ରାୟଗି ଗ୍ରାମର କାମାରାଜୂ ତରାଇଙ୍କ ପୁଅ ଜନକ ପ୍ରଥମେ ଭାରତୀୟ ନୌସେନାରେ ମେଡିକାଲ ଅଫିସର ଭାବେ କାର୍ଯ୍ୟରୁ ଅବସର ନେଇଥିଲେ।

Dharitri — Odisha’s Most Trusted Odia Newspaper


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଆସନ୍ତା ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri