ଜନତା କର୍ଫ୍ୟୁକୁ ଆଜି ପୂରିଲା ବର୍ଷେ: ଏମିତି ଥାଳି ବଜାଇଥିଲେ ବଲିଉଡ୍‌ ଷ୍ଟାର

ମୁମ୍ବାଇ: କରୋନା ସଂକ୍ରମଣ ଏବେ ଦେଶରେ ପୁଣି ବଢ଼ିବାରେ ଲାଗିଲାଣି। ଗତବର୍ଷ ଠିକ୍‌ ଏହି ସମୟରେ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିଲା କରୋନା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ଲକ୍‌ଡାଉନ୍‌ ଜାରି କରିଥିଲେ। ଲକ୍‌ଡାଉନ୍‌ର ଗୋଟିଏ ଦିନରୁ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୨୨ ଆଜିର ଦିନରେ ଜନତା କର୍ଫ୍ୟୁର ଘୋଷଣା କରିଥିଲେ। କରୋନା ଯୋଦ୍ଧାଙ୍କୁ ସହଯୋଗ କରିବା ଏବଂ ସମ୍ମାନ ଜଣାଇବା ପାଇଁ ଏହି କର୍ଫ୍ୟୁ ସେଦିନ ଅପରାହ୍ନ ୫ଟାରେ ନିଜ ନିଜ ଘର ବାଲକୋନିରେ ଠିଆହୋଇ ତାଳି ଏବଂ ଥାଳି ବଜାଇବାକୁ ମୋଦି ନିବେଦନ କରିଥିଲେ।

ଏହି ଜନତା କର୍ଫ୍ୟୁରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ଷ୍ଟାର ପର୍ଯ୍ୟନ୍ତ ସମସ୍ତେ ସାମିଲ ହୋଇଥିଲେ। ବିଗ୍‌ ବି ଅମିତାଭ ବଚ୍ଚନ ତାଙ୍କ ପରିବାର ସହ ଛାତରେ ଠିଆ ହୋଇ ତାଳି ଏବଂ ଥାଳି ବଜାଇଥିବା ବେଳେ ଅକ୍ଷୟ କୁମାର, ଶାହାରୁଖ ଖାନ୍‌, ଦୀପିକା ପାଦୁକୋନ, ବିପାଶ ବସୁ, ଆୟୁଷ୍ମାନ ଖୁରାନା, ବିକି କୌଶଲ, ବରୁଣ ଧାଓ୍ବନ, ସୁସ୍ମିତା ସେନ୍‌ଙ୍କ ପରି ଅଭିନେତ୍ରୀ/ଅଭିନେତା ତାଳି ବଜାଇ କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri