Advertisement

ଏକ୍ସ ବୟଫ୍ରେଣ୍ଡଙ୍କ ସହ ନଜର ଆସିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ତାଙ୍କ ବୃତ୍ତିଗତ ଜୀବନ ତଥା ବ୍ୟକ୍ତିଗତ ଜୀବନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଛନ୍ତି। ଏବେ ସେ ତାଙ୍କ ଏକ୍ସ ବୟଫ୍ରେଣ୍ଡଙ୍କୁ ନେଇ ଚର୍ଚ୍ଚାରେ। ଜାହ୍ନବୀଙ୍କୁ ତାଙ୍କ ପୂର୍ବତନ ପ୍ରେମିକ ଶିଖର ପହାଡିଆଙ୍କ ସହ ଦେଖିବାକୁ ମିଳିଥିଲା ଭାଇରାଲ ଭିଡିଓରେ ଜାହ୍ନବୀ ଏକ ଗୋଲାପୀ ରଙ୍ଗର ଶୁଟ୍‌ ପିନ୍ଧି ରେଷ୍ଟୁରାଣ୍ଟରୁ ବାହାରକୁ ଯାଉଥିବାର ନଜର ଆସିଛନ୍ତି। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଫଟୋଗ୍ରାଫରଙ୍କୁ ଦେଖି ହସୁଥିଲେ। ପରେ ଯାଇ କାରରେ ବସିଥିଲେ, ଯେଉଁଠାରେ ତାଙ୍କ ପୂର୍ବତନ ପ୍ରେମିକ ଶିଖର ଡ୍ରାଇଭିଂ ସିଟରେ ବସିଥିବାର ନଜର ଆସିଛନ୍ତି। ଅଭିନେତ୍ରୀ ଫଟୋଗ୍ରାଫରଙ୍କୁ କୌଣସି ପୋଜ ଦେଇ ନ ଥିଲେ କିନ୍ତୁ ଯେତେବେଳେ ସେ ଜାହ୍ନବୀଙ୍କୁ ନାଁ ଧରି ଡାକିଲେ ସେ ହସିଲେ। ସେ ସିଧା ଯାଇ କାର୍‌ରେ ବସିଥିଲେ। ଏବେ ଏହି ଚର୍ଚ୍ଚା ବେଶ୍‌ ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସମୟରେ କାହିଁକି ବିବାହ କଲେ କାଜଲ

ମୁମ୍ବାଇ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରି କୁହନ୍ତୁ ଅବା ବଲିଉଡ୍ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି କାଜଲ ଅଗ୍ରୱାଲ । ନିକଟରେ ଅର୍ଥାତ୍ ଅକ୍ଟୋବର...

‘ହାପି ବର୍ଥ ଡେ’ ଅମୃତା: ଚାରି ଘଣ୍ଟା ସାକ୍ଷାତକାର ପରେ ମିଳିଥିଲା ‘ବିବାହ’ରେ କାମ କରିବାର ସୁଯୋଗ, ପଡ଼ିଥିଲେ ଆର୍‌ଜେଙ୍କ ପ୍ରେମରେ

ମୁମ୍ବାଇ: ବଲିଉଡ୍‌ର ସିମ୍ପଲ ଡିଭା ମଧ୍ୟରୁ ଅଭିନେତ୍ରୀ ଅମୃତା ରାଓ ଜଣେ। ଅନେକ ହିନ୍ଦୀ ଫିଲ୍ମ ସହ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ କାମ କରିଛନ୍ତି ସେ।...

ଶାହରୁଖଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୬।୯: ସୁପ୍ରିମକୋର୍ଟ ପକ୍ଷରୁ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ୨୦୧୭ରେ ଭଦୋଦରା ରେଳ ଷ୍ଟେଶନ୍‌ରେ ଗହଳି ଜମାଇବା ମାମଲାରେ ଗୁଜରାଟ ହାଇକୋର୍ଟ...

ଓଟିଟିରେ ଡେବ୍ୟୁ କରିବେ ବରୁଣ, ସାମନ୍ଥାଙ୍କ ସହ କରିବେ ସ୍କ୍ରିନ୍‌ ଶେୟାର

ଅଭିନେତା ବରୁଣ ଧାୱନ ଆଜିକାଲି ତାଙ୍କ ଅପକମିଙ୍ଗ ଫିଲ୍ମ ‘ଭେଡିଆ’କୁ ନେଇ ଟର୍ଚ୍ଚାରେ ଅଛନ୍ତି। ନିକଟରେ ଏହି ଫିଲ୍ମର ଟ୍ରେଲର୍‌ ରିଲିଜ୍‌ ହୋଇଥିଲା। ଯାହାକୁ ଦେଖିବା...

‘ଭାଭିଜୀ ଘର ପେ ହେ’ର ମଲଖାନ ଫେମ୍‌ ଦୀପେଶ ଭାନଙ୍କ ନିଧନ

ମୁମ୍ବାଇ,୨୩।୭: ଟିଭି ଇଣ୍ଡଷ୍ଟ୍ରିରୁ ଆଉ ଏକ ବଡ଼ ଦୁଃଖଦ ଖବର ସାମ୍ନାକୁ ଆସିଛି। ଟିଭି ଜଗତର ବେଶ୍‌ ଲୋକପ୍ରିୟ ସିରିୟଲ୍‌ ‘ଭାଭିଜୀ ଘର ପେ ହେ’ର...

ବିବାହ ଡ୍ରେସ୍‌କୁ ନେଇ ଟ୍ରୋଲ ହେଲେ ନେହା କକ୍କର, କହିଲେ ସବ୍ୟସାଚୀ ଦେଇଛନ୍ତି ଉପହାର

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏହି ବିବାହ ଚଳିତବର୍ଷର ଚର୍ଚ୍ଚିତ ବିବାହ। ଏହି ବିବାହ ଉତ୍ସବରେ ନେହାଙ୍କ ପରିବାରବର୍ଗ...

ଓସ୍କାର ଦୌଡରୁ ବାଦ୍‌ ପଡିଲା ‘ଗଲି ବୟ’

ନୂଆଦିଲ୍ଲୀ,୧୭।୧୨: ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କ ଷ୍ଟାରକାଷ୍ଟରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଗଲି ବୟ’ ଓସ୍କାର ଦୌଡରୁ ବାଦ୍‌ ପଡିଛି। ଭାରତ ପକ୍ଷରୁ ଏହାକୁ...

ଜାଣନ୍ତୁ ‘ଭୁଲ ଭୁଲେୟା-୨’ପାଇଁ କେଉଁ ଷ୍ଟାରକାଷ୍ଟ କେତେ ଟଙ୍କା ନେଇଛନ୍ତି

ବହୁ ପ୍ରତୀକ୍ଷିତ ଫିଲ୍ମ‘ଭୁଲ ଭୁଲେୟା-୨’ ଆସନ୍ତା ମେ’ ୨୦ରେ ରିଲିଜ୍‌ ହେବାକୁ ଯାଉଛି। ଫିଲ୍ମଟି ଅକ୍ଷୟ କୁମାରଙ୍କ ସୁପରହିଟ୍‌ ଫିଲ୍ମ ଭୁଲ ଭୁଲେୟାର ଏକ ସିକ୍ୱେଲ।...

Advertisement
Archives

Model This Week