ଟେନସନ୍‌ରେ ଜାହ୍ନବୀ

ଜାହ୍ନବୀ କପୁରଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। କାରଣ ନିକଟରେ ସେ ସାଇନ୍‌ କରିଥିବା ଏକ ଅନଟାଇଟଲଡ୍‌ ଫିଲ୍ମର କେତୋଟି ସିନ୍‌ରେ ବୋଲଡ୍‌ ଶଟ୍‌ ଅଛି। ଆଉ ଜାହ୍ନବୀ କାଳେ ତାକୁ ନେଇ ଟେନ୍‌ସନ୍‌ରେ ଅଛନ୍ତି। ଏ ସମ୍ପର୍କରେ ଜାହ୍ନବୀ କହନ୍ତି, ‘ମୋର ଏଭଳି ସିନ୍‌କୁ ନେଇ କାହିଁକି ଏତେ ଆଲୋଚନା ହେଉଛି ତାହା ମୁଁ ଜାଣିପାରୁନାହିଁ। ଏଭଳି ଶଟ୍‌ ବିଷୟରେ ଜାଣିବା ପରେ ଫାଇନାଲ୍‌ ନିଷ୍ପତ୍ତି ନେବା ଲାଗି ମୁଁ ପ୍ରଯୋଜନା ସଂସ୍ଥାକୁ ସମୟ ମାଗିଥିଲି। ଆଉ ସେମାନେ ମୋତେ ପାଖାପାଖି ଦୁଇ ସପ୍ତାହର ସମୟ ଦେଇଛନ୍ତି। ତେଣୁ ଏବେଠାରୁ ତରବର ହୋଇ ନିଷ୍ପତ୍ତି ନେବା ଠିକ୍‌ ହେବ ନାହିଁ। ଏଥିରେ ମୋତେ ଏକ ଚ୍ୟାଲେଞ୍ଜିଂ ଭୂମିକାଟିଏ ମିଳିଛି। ଆଉ ସେଭଳି ରୋଲ୍‌କୁ ନେଇ ମୁଁ ବେଶ୍‌ ଆଶାବାଦୀ ମଧ୍ୟ ଅଛି।’ ତେବେ ଏଭଳି ଶଟ୍‌ ବିଷୟରେ ଜାହ୍ନବୀ କି ନିଷ୍ପତ୍ତି ନେଉଛନ୍ତି ତାହା ଜାଣିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

TMCରେ ବିଦ୍ରୋହ ମଧ୍ୟରେ ମମତାଙ୍କ ବଡ଼ ବଦକ୍ଷେପ, କଟିଲା ଅଭିଷେକଙ୍କ ଡେଣା!

କୋଲକାତା,୭।୬: ପଶ୍ଚିମବଙ୍ଗରେ ପରାଜୟ ପରେ, ତୃଣମୂଳ କଂଗ୍ରେସ ଆଭ୍ୟନ୍ତରୀଣ ଅସନ୍ତୋଷ ସହିତ ସଂଘର୍ଷ କରୁଛି; ଏହାର ଜବାବରେ, ମମତା ବାନାର୍ଜୀ ସମଗ୍ର ସଂଗଠନର ଗଠନକୁ ଭାଙ୍ଗି ଦେଇଥିଲେ।…

‘ପ୍ରତି ସିଲିଣ୍ଡର ପ୍ରାୟ ୭ଶହ ଟଙ୍କା କ୍ଷତି’: ଘରୋଇ ଗ୍ୟାସ ମୂଲ୍ୟ ବୃଦ୍ଧି ଉପରେ ସରକାରଙ୍କ ବିବୃତ୍ତି , ପାକିସ୍ତାନ-ଆମେରିକା ସହ ତୁଳନା

ନୂଆଦିଲ୍ଲୀ,୭।୬: କେନ୍ଦ୍ର ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୯ଟଙ୍କା ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିକୁ ସମର୍ଥନ କରି ସରକାର ଏକ ସ୍ପଷ୍ଟୀକରଣ ଜାରି କରି କହିଛନ୍ତି…

ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର…

ସ୍ତ୍ରୀ, ଶଳା ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ

ବ୍ରହ୍ମପୁର,୭।୬(ସୁବାସ ଚନ୍ଦ୍ର ପାଢ଼ୀ): ମୋ ପୁଅକୁ ତା’ ସ୍ତ୍ରୀ ଓ ସମ୍ପର୍କୀୟମାନେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ବୋଲି ପୋଡ଼ିହୋଇ…

ଆଗାମୀ ୫ ବର୍ଷ ମଧ୍ୟରେ ଇସ୍ରାଏଲ ୫୦ ହଜାର ଭାରତୀୟଙ୍କୁ ଚାକିରି ଯୋଗାଇବ

ତେଲ ଅଭିଭ,୭।୬: ତେଲ ଅଭିଭ ବେନ ଗୁରିଅନ ବିମାନବନ୍ଦରରେ ଅବତରଣ କରିବା ସମୟରେ ଯାତ୍ରୀମାନଙ୍କୁ ଏକ ଅନନ୍ୟ ଦୃଶ୍ୟ ସୱାଗତ କରେ। ଦୁବାଇ କିମ୍ବା ଆବୁଧାବିର ବିମାନବନ୍ଦରରେ…

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ…

ଘରେ ଦାଦନ ଖଟିବାକୁ ଯାଉଛି କହି ବାହାରିଥିଲେ ଶବ ହୋଇ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମ ପଶ୍ଚିମ ସାହି ର କେଦାର ଜେନା ଙ୍କ ସାନ ପୁଅ ସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri