କ୍ରିକେଟ ଖେଳିଲେ ଜାହ୍ନବୀ

ମୁମ୍ବାଇ: ଜାହ୍ନବୀ କପୁର ଏବେ ଖୁବ୍ ଚର୍ଚ୍ଚାରେ । ଶ୍ରୀଦେବୀ ଓ ବୋନି କପୁରଙ୍କ ଝିଅ ଜାହ୍ନବୀ ବଲିଉଡ୍‌ରେ ଏଣ୍ଟ୍ରି କରିସାରିଥିବା ବେଳେ ସେ ତାଙ୍କ ଅଭିନୟକୁ ନେଇ ସେ ଯେତିକି ଚର୍ଚ୍ଚିତ ତାଙ୍କ ପର୍ସନାଲ ଲାଇଫକୁ ନେଇ ମଧ୍ୟ ସେତିକି ଚର୍ଚ୍ଚିତ । ବେଳେ ବେଳେ ସେ ତାଙ୍କ ଡେଲି ଲାଇଫର କିଛି ଭିଡିଓ ଓ ଫଟୋ ଶେୟାର କରି ପ୍ରଶଂସକଙ୍କୁ ବୋଧହୁଏ ଅପ୍‌ଡେଟ୍ ରଖିବାକୁ ଚାହାଁନ୍ତି । ନିକଟରେ ଜହ୍ନବୀଙ୍କର ଏମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ସେ କେଉଁ ଏକ ଗଳିରେ କ୍ରିକେଟ ଖେଳୁଥିବା ଦେଖାଯାଇଛି । ସେଠାରେ ଅନ୍ୟମାନେ ବି କ୍ରିକେଟ ଖେଳୁଛନ୍ତି । ହେଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି ଜାହ୍ନବୀ । ଏହି ଭିଡିଓରେ ଜାହ୍ନବୀ ପଟିଆଲା ଶାଲୱାର ଓ ଜ୍ୟାକେଟ ପିନ୍ଧି ବ୍ୟାଟିଂ କରୁଥିବା ଦେଖାଯାଇଛି । ଶୁଣିବାକୁ ମିଳିଛି କି ଫିଲ୍ମ ସେଟ୍‌ରେ ବ୍ରେକ୍ ଟାଇମରେ ସେହିଠାରେ ହିଁ ସେ କ୍ରିକେଟ ଖେଳୁଛନ୍ତି । ସେଠାରେ ସେ ‘ଗୁଡ ଲକ ଜେରି’ର ଶୁଟିଂ କରିଛନ୍ତି । ସଟ୍ ମାରିବା ପରେ ଖୁସି ହୋଇଥିବା ଜାହ୍ନବୀଙ୍କ ଏହି ଅନ୍ଦାଜ ତାଙ୍କ ପଶଂସକଙ୍କୁ ବେଶ୍ ପସନ୍ଦ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri