ଭାଇରାଲ ହେଉଛି ଜାହ୍ନବୀଙ୍କ ବେଲି ଡ୍ୟାନ୍ସ

ମୁମ୍ବାଇ: ବଲିଉଡ୍ ଡିଭା ତଥା ହିନ୍ଦୀ ଫିଲ୍ମର ପ୍ରଥମ ନାୟିକା ସୁପରଷ୍ଟାର କୁହାଯାଉଥିବା ଶ୍ରୀଦେବୀ ଆମ ଗହଣରେ ନାହାନ୍ତି ସତ । ହେଲେ ତଙ୍କ ଅଭିନୟ ଓ ଡ୍ୟାନ୍ସ ଆଜିବି ଜୀବିତ ହୋଇ ରହିଛି ଦର୍ଶକଙ୍କ ହୃଦୟରେ । ଆଉ ଏବେ ଶ୍ରୀଦବିଙ୍କ ଲଳନା ଜାହ୍ନବୀ କପୁର ବଲିଉଡ୍ ଦୁନିଆରେ ପାଦ ଦେଇ ସାରିଥିବା ବେଳେ ମାଆଙ୍କ ଅଭିନୟ ଓ ଡ୍ୟାନ୍ସକୁ ନିଜ ମାଧ୍ୟମରେ ହୁଏତ ଦର୍ଶକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି । ନିକଟରେ ସେ ଇନଷ୍ଟାଗ୍ରାମରେ ପୋଷ୍ଟ କରିଥିବା ଏକ ଭିଡିଓ ଏବେ ଭାଇରାଲ ହେଉଛି । ଉକ୍ତ ଭିଡିଓରେ ଜାହ୍ନବୀ , କରିନା କପୁର ଓ ଶାହାରୁଖ ଖାଁଙ୍କ ଅଭିନୀତ ଫିଲ୍ମ ‘ଅଶୋକା’ର ଗୀତ ‘ସନ ସନ ନନନ’ରେ ବେଲି ଡ୍ୟାନ୍ସ କରୁଥିବା ଦେଖାଯାଇଛି । ଯାହା ସୋସିଆଲ ମିଡିଆ ୟୁଜର୍ସଙ୍କ ମନକୁ ବେଶ୍ ଛୁଇଁଛି । ଆଉ ଏବେ ଏହି ଡ୍ୟାନ୍ସ ଭିଡିଓଟି ଭାଇରାଲ ହେବାରେ ଲାଗିଛି । କିଛିଦିନ ପୂର୍ବରୁ ସେ ଏହା ଡ୍ୟାନ୍ସ କ୍ଲାସରେ ପ୍ରାକ୍ଟିସ କରୁଥିବା ଏକ ଭିଡିଓ ବୋଲି କୁହାଯାଉଛି । ହେଲେ ମାଆଙ୍କ ଭଳି ସେ ଯେ ଡ୍ୟାନ୍ସରେ ଦର୍ଶକଙ୍କ ହୃଦୟ ଜିତି ପାରନ୍ତି ତାହା ପ୍ରମାଣ କରିଛି ଏହି ଭିଡିଓ । ଆଉ ଭିଡିଓଟି ଦେଖିବା ପରେ ଲାଗୁଛି ବିଗତ ଦିନକୁ ହୁଏତ ମନେପକାଉଛନ୍ତି ଜାହ୍ନବୀ । ଏବେ ଜାହ୍ନବୀ ପଞ୍ଜାବରେ ତାଙ୍କ ଅପ୍ କମିଂ ଫିଲ୍ମ ‘ଗୁଡ ଲକ ଜେରି’ର ଶୁଟିଂରେ ବ୍ୟସ୍ତ ଅଛନ୍ତି । କିଛିଦିନ ହେବ ସେ ତାଙ୍କ ପର୍ସନାଲ ଲାଇଫକୁ ନେଇ ଥିଲେ ଚର୍ଚ୍ଚାରେ । ନିକଟରେ କାର୍ତ୍ତିକ ଆର୍ଯ୍ୟନଙ୍କ ସହ ଗୋଆ ଭ୍ୟାକେଶନରେ ନଜର ଆସିଥିଲେ । ଆଉ ଏମାନଙ୍କ ଯୋଡିକୁ ଦେଖି ଗସିପ୍ ବି ଆରମ୍ଭ ହୋଇଯାଇଛି । ଏମାନେ ଦୁହେଁ ଫିଲ୍ମ ‘ଦୋସ୍ତାନା ୨’ରେ ନଜର ଆସିବେ । ଆହୁରି ମଧ୍ୟ ଶୁଣିବାକୁ ମିଳିଥିଲା କି ଜାହ୍ନବି ଜୁହୁରେ ଏକ ୩ ମହଲା ଘର ୩୯ କୋଟି ଟଙ୍କାରେ କ୍ରୟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri