ନୂଆ ଗେଟଅପରେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍ ଷ୍ଟାରକିଡ୍ ତଥା ନବାଗତା ନାୟିକା ଜାହ୍ନବୀ କପୁର ଆଜିକାଲି ଖୁବ୍ ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି ଅଭିନେତ୍ରୀ ଏବେ ଲକ୍ଷେ ଦିଲ କି ଧଡକନ ପାଲଟି ଗଲେଣି । ଦୀପାବଳିରେ ଜାହ୍ନବୀଙ୍କ ଗେଟଅପ୍ ସିମ୍ପଲ ଥିଲେ ବି ଏବେ ରହିଛି ଚର୍ଚ୍ଚାରେ । ଅଭିନେତ୍ରୀ ସବୁଜ ରଙ୍ଗର ଶାଢିରେ ଖୁବ୍ ସୋବର ଲାଗୁଥିବା ବେଳେ ତାଙ୍କ ସ୍ମାଇଲିଂ ଫେସ୍ ଅନେକଙ୍କୁ ଦିୱାନା କରିଛି । ଏଥର ପରିବାର ସହ ଦୀପାବଳି ପାଳନ କରିଛନ୍ତି ଜାହ୍ନବୀ କପୁର । ଭିନ୍ନ ଅନ୍ଦାଜରେ ତାଙ୍କର ଶାଢି ପିନ୍ଧା ଲୁକ୍ସର କିଛି ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିବା ପରେ ତାଙ୍କ ପ୍ରଶଂସକମାନେ ଫିଦା ହୋଇଛନ୍ତି । ପିତା ବୋନି କପୁର ଓ ଭଉଣୀ ଖୁସି କପୁରଙ୍କ ସହ ମଧ୍ୟ କିଛି ବିଶେଷ ମୁହୂର୍ତ୍ତର ଫଟୋ ଶେୟାର କରିଛନ୍ତି ଜାହ୍ନବୀ । ଏହିସବୁ ଫଟୋରେ ସମସ୍ତେ ଖୁସି ଥିବା ନଜର ଆସିଛି । ହେଲେ ଜାହ୍ନବୀଙ୍କ ଏକ୍ସଟା ଅଡିନାରୀ ଲୁକ୍ସ ଅନେକଙ୍କୁ ଘାଇଲା କରିଛି । ସମୟ କ୍ରମେ ଅଭିନେତ୍ରୀ ତାଙ୍କ ଲୁକ୍ସ, ସ୍ମାଇଲ, ଗେଟଅପ୍‌, ଆପ୍ରୋଚ୍ ସବୁଥିରେ ପରିବର୍ତ୍ତନ ଆଣୁଥିବାରୁ ତାହା ତାଙ୍‌କ ଫ୍ୟାନ୍ସଙ୍କୁ ବହୁତ ପସନ୍ଦ ଆସୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri