ନୂଆ ଗେଟଅପରେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍ ଷ୍ଟାରକିଡ୍ ତଥା ନବାଗତା ନାୟିକା ଜାହ୍ନବୀ କପୁର ଆଜିକାଲି ଖୁବ୍ ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି ଅଭିନେତ୍ରୀ ଏବେ ଲକ୍ଷେ ଦିଲ କି ଧଡକନ ପାଲଟି ଗଲେଣି । ଦୀପାବଳିରେ ଜାହ୍ନବୀଙ୍କ ଗେଟଅପ୍ ସିମ୍ପଲ ଥିଲେ ବି ଏବେ ରହିଛି ଚର୍ଚ୍ଚାରେ । ଅଭିନେତ୍ରୀ ସବୁଜ ରଙ୍ଗର ଶାଢିରେ ଖୁବ୍ ସୋବର ଲାଗୁଥିବା ବେଳେ ତାଙ୍କ ସ୍ମାଇଲିଂ ଫେସ୍ ଅନେକଙ୍କୁ ଦିୱାନା କରିଛି । ଏଥର ପରିବାର ସହ ଦୀପାବଳି ପାଳନ କରିଛନ୍ତି ଜାହ୍ନବୀ କପୁର । ଭିନ୍ନ ଅନ୍ଦାଜରେ ତାଙ୍କର ଶାଢି ପିନ୍ଧା ଲୁକ୍ସର କିଛି ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିବା ପରେ ତାଙ୍କ ପ୍ରଶଂସକମାନେ ଫିଦା ହୋଇଛନ୍ତି । ପିତା ବୋନି କପୁର ଓ ଭଉଣୀ ଖୁସି କପୁରଙ୍କ ସହ ମଧ୍ୟ କିଛି ବିଶେଷ ମୁହୂର୍ତ୍ତର ଫଟୋ ଶେୟାର କରିଛନ୍ତି ଜାହ୍ନବୀ । ଏହିସବୁ ଫଟୋରେ ସମସ୍ତେ ଖୁସି ଥିବା ନଜର ଆସିଛି । ହେଲେ ଜାହ୍ନବୀଙ୍କ ଏକ୍ସଟା ଅଡିନାରୀ ଲୁକ୍ସ ଅନେକଙ୍କୁ ଘାଇଲା କରିଛି । ସମୟ କ୍ରମେ ଅଭିନେତ୍ରୀ ତାଙ୍କ ଲୁକ୍ସ, ସ୍ମାଇଲ, ଗେଟଅପ୍‌, ଆପ୍ରୋଚ୍ ସବୁଥିରେ ପରିବର୍ତ୍ତନ ଆଣୁଥିବାରୁ ତାହା ତାଙ୍‌କ ଫ୍ୟାନ୍ସଙ୍କୁ ବହୁତ ପସନ୍ଦ ଆସୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅଡୁଆରେ ଶିଳ୍ପା ସେଟ୍ଟୀ: କୋଟି କୋଟି ଟଙ୍କା ନେଇଗଲେ ଠକି

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଅଡୁଆ ଥମିବାର ନାଁ ନେଉନାହିଁ। ସ୍ବାମୀ ରାଜ କୁନ୍ଦ୍ର ଅଶ୍ଲୀଳ ଫିଲ୍ମ ନିର୍ମାଣ କରିବା ଅଭିଯୋଗରେ ଗିରଫ ହେବା ପରେ...

ଅଭିଷେକଙ୍କ ଏହି ଗୁଣ ଦେଖି ପ୍ରେମରେ ପଡିଯାଇଥିଲେ ଐଶ୍ଚର୍ଯ୍ୟା

ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିନେତା ଅଭିଷେକ ବଚ୍ଚନ ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ପାଓ୍ବାରଫୁଲ୍‌ ଦମ୍ପତି। ଦୁହେଁ ଏକାଠି ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି, କିନ୍ତୁ...

‘ବାଲା’ ଦେଖି ପୁଅ ଆଙ୍କିଲେ ଆୟୁଷ୍ମାନଙ୍କ ସ୍କେଚ୍‌, ତାହିରା କଲେ ଶେୟାର

ବମ୍ବେ: ଦର୍ଶକମାନଙ୍କୁ ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇ ଚାଲିଛନ୍ତି ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନ୍ନା। ଏହି କ୍ରମରେ ‘ବାଲା’ ସପ୍ତମ ହିଟ୍‌ ସାବ୍ୟସ୍ତ...

ରାଗରେ ରୋହିତଙ୍କ ଉପରେ ବୋତଲ ଭାଙ୍ଗିଲେ ଶିଳ୍ପା

ବମ୍ବେ: ରାଗିଗଲେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ହାତରେ କାଚ ବୋତଲ ଭାଙ୍ଗିଦେଲେ। ଏଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର...

ରିଅଲିଟି ଶୋ’ ପୂର୍ବରୁ ହୋଷ୍ଟଙ୍କ ଦୁର୍ଘଟଣା

ସୋନି ଟିଭିରେ ଆରମ୍ଭ ହେବାକୁ ଯାଉଥିବା ରିଅଲିଟି ଶୋ ଇଣ୍ଡିଆଜ୍‌ ଲାପ୍ଟର୍‌ ଚାମ୍ପିଅନ୍‌ର ଶୁଟିଂ ଆରମ୍ଭ ହୋଇଯାଇଛି। ହେଲେ ଶୋ’ର ହୋଷ୍ଟ ପରିଜାଦ କୋଲହାଙ୍କର ଦୁର୍ଘଟଣା...

ଭନ୍‌ସାଲୀଙ୍କ ଯୋଗୁ ବାଥରୁମ୍‌ରେ ଭୋ ଭୋ ହୋଇ କାନ୍ଦୁଥିଲେ ଏହି ଅଭିନେତ୍ରୀ, ଏବେ କହିଲେ…

ବମ୍ବେ: ଷ୍ଟାର ପ୍ଲସର ଲୋକପ୍ରିୟ ଧାରାବାହିକ ‘ପାଣ୍ଡ୍ୟା ଷ୍ଟୋର’ରେ ଧାରା ପାଣ୍ଡ୍ୟା ଭୂମିକାରେ ଅଭିନୟ କରି ଲୋକପ୍ରିୟତା ହାସଲ କରିଛନ୍ତି ଶାଇନି ଦୋଶୀ। ହେଲେ ଦିନ...

ଗୁରୁଦିବସରେ ଗୁରୁଙ୍କୁ ଏମିତି ମନେ ପକାଇଲେ ସଲମାନ

ଆଜି ପବିତ୍ର ଗୁରୁଦିବସ। ଗୁରୁଙ୍କ ବିନା ଜୀବନ ଅନ୍ଧକାରମୟ। ତେଣୁ ଗୁରୁଙ୍କୁ ସମ୍ମାନ ଜଣାଇବା ପାଇଁ ଏହି ଦିନଟି ଗୁରୁତ୍ୱପୂର୍ଣ୍ଣ। ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌...

୧୦ କୋଟିର କ୍ଷତିପୂରଣ ମାଗିଲେ ହନି ସିଂହଙ୍କ ସ୍ତ୍ରୀ; ଅଭିଯୋଗରେ ଶାଶୁ,ଶ୍ୱଶୁର, ନଣନ୍ଦଙ୍କୁ ମଧ୍ୟ…

ବମ୍ବେ: ଘରୋଇ ହିଂସା ଅଭିଯୋଗରେ ସ୍ତ୍ରୀ ଶାଳିନୀ ତଲଓ୍ବାର କୋର୍ଟର ଦ୍ୱାରସ୍ଥ ହେବା ପରେ ଏବେ ଅଡ଼ୁଆରେ ଫସିଛନ୍ତି ରାପର୍‌ ହନି ସିଂହ। ଅନେକ ମହିଳାଙ୍କ...

Advertisement
Archives

Model This Week