ସିର୍ଜାପାଲିରେ ଜନ୍ମାଷ୍ଟମୀ ଉତ୍ସବ: କଂସ ଦରବାର ମୁଖ୍ୟ ଆକର୍ଷଣ

କର୍ଲାମୁଣ୍ଡା,୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପଦ୍ମନାଭ ଦାଶ ଯୋଗଦେଇଥିଲେ। ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମ୍ପାଦକ କୁଞ୍ଜ ସାହୁ, କୋଷାଧ୍ୟକ୍ଷ ଚୋଳମଣୀ ସାହୁ, ସଦସ୍ୟା ସସ୍ମିତା ସାହୁ ଓ ପ୍ରଧାନାଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଉତ୍ସବରେ କଂସ ଦରବାର ମୁଖ୍ୟ ଆକର୍ଷଣ ପାଲଟିଥିଲା। ଏଥିସହ ଛାତ୍ରୀଛାତ୍ରଙ୍କ ଦ୍ୱାରା ଆକର୍ଷଣୀୟ ନୃତ୍ୟ ପରିବେଷଣ କରାଯାଇଥିଲା। ଏହାକୁ ଉପସ୍ଥିତ ଅଭିଭାବକ ଓ ଗ୍ରାମବାସୀ ଉପଭୋଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ପରିବହନକୁ ନେଇ ଗୋଷ୍ଠୀ ସଂଘର୍ଷ; ମରଣାତ୍ମକ ଆକ୍ରମଣରେ ୪ରୁ ଅଧିକ ଗୁରୁତର

ସୁନ୍ଦରଗଡ଼,୪।୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅନ୍ତର୍ଗତ ଗର୍ଜନବାହାଲ କୋଇଲା ଖଣିରେ ଗୁରୁବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗାଡ଼ି ଧାଡ଼ିରେ…

ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର: ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

ଲୋଇସିଂହା, ୩ା୯ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଉପରବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri